ବେଆଇନ ପଥର ଖାଦାନରେ ଚଢ଼ାଉ: ୭ ଟ୍ରକ୍‌, ୨ ଜେସିବ ଜବତ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨ ଜେସିବି ମେଶିନ ଜବତ କରାଯାଇଛି। ଉପଜିଲାପାଳ ସାଫଲ୍ୟ ମଣ୍ଡିତଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିବା ବେଳେ ସଦର ଅତିରିକ୍ତ ତହସିଲଦାର ଲକ୍ଷଣ ଦଳାଇ, ଓଡ଼ପଡ଼ା ଅତିରିକ୍ତ ତହସିଲଦାର ସାଗରିକା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିଛା ଲାଗି ଟଁକା ଅଭାବ୍‌, ଅଜନା ରୋଗ୍‌ରେ ପୀଡ଼ିତ ଉର୍ବଶୀ

ପର୍ଲା, ୨୩।୧୨ (ଡି.ଏନ୍‌.ଏ.)- ମୁଇଁ ଜିଁବାକେ ଚାହୁଁଛେଁ। ପୁଅବହ, ନାତିନାତେନକେକର ସଂଗେ ସମିଆ ବିତାବାକେ ଚାହୁଁଛେଁ। ମୋତେ ଭଲ କରି ଦିଅ। ଇ ହୁରୁତ୍‌ ତରଲି...

ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ପ୍ରସୂତିଙ୍କ ହାତରେ ରହିଗଲା ଭଙ୍ଗା ପ୍ଲାଷ୍ଟିକ ଭେନଫ୍ଲୋନ

ବନ୍ତଳା, ୨୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ପ୍ରସୂତିଙ୍କ ହାତରେ ସାଲାଇନ ପ୍ଲାଷ୍ଟିକ ଭେନଫ୍ଲୋନ ଭାଙ୍ଗି ରହିଯିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।...

ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି...

୧୮ଲକ୍ଷ ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ

ଝାରସୁଗୁଡା ଅଫିସ୍‌,୧୨।୭: ଜଣେ ଅବସରପ୍ରାପ୍ତ ଏମ୍‌ସିଏଲ୍‌ କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୧୮ଲକ୍ଷ ୨୫ହଜାର ଟଙ୍କା ଆତ୍ମସାତକରି ବ୍ୟାଙ୍କ ଆକାଉଣ୍ଟାଣ୍ଟ ଗିରଫ ହୋଇଛନ୍ତି। ଅବସରପ୍ରାପ୍ତ ଏମ୍‌ସିଏଲ୍‌ କର୍ମଚାରୀଙ୍କ...

ଅଷ୍ଟମ ଦିନରେ ମା’ ବିରଜାଙ୍କ ଷୋଡ଼ଶୋପଚାର ପୂଜା

ଯାଜପୁର ଟାଉନ,୨୮।୯(ଡି.ଏନ.ଏ.)- ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଷୋଡ଼ଶୋପଚାର ପୂଜା ଶନିବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। ଚଳିତ ବର୍ଷ ଦୂର୍ଗାପୂଜାରେ ତିଥି କ୍ଷୟ ଯୋଗୁ...

ଲକ୍ଷ୍ମୀ ନୃସିଂହ ଯାତ୍ରା ଉଦଯାପିତ

ହିଞ୍ଜିଳିକାଟୁ,୧୯।୫(ଡି.ଏନ୍‌.ଏ.)- ଚଳିତବର୍ଷ ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରା ରବିବାର ଉଦ୍‌ଯାପିତ ହୋଇଛି। ଶେଷ ୨ଦିନ ଯାତ୍ରାରେ ବିଭିନ୍ନ ମେଢ଼, ପଟୁଆର ଓ ଆତସବାଜି ପ୍ରଦର୍ଶନ...

ଜିଲା ପରିଷଦ ଆସନ: ସବୁ ପୋଛିନେଲା ବିଜେଡି

ପୁରୀ ଅଫିସ,୨୮।୨: ପୁରୀ ଜିଲାର ୧୧ଟି ଯାକ ଜିଲା ପରିଷଦ ଆସନରେ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ଅସ୍ତରଙ୍ଗ ବ୍ଲକର...

ଶେଷରେ ଗିରଫ ହେଲେ ଏକାଧିକ ଅବକାରୀ ମାମଲା ରହିଥିବା ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି,୨୫।୨(ସ୍ବ.ପ୍ର.): କଟକ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଦଳ ନିଶ୍ଚିନ୍ତକୋଇଲି ଅବକାରୀ ଥାନା ଅଧିନସ୍ଥ ନତକାଇ ପଞ୍ଚାୟତ ଏକରୁଖୀ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଘର...

Advertisement
Archives

Model This Week