ବେଆଇନ ପଥର ଖାଦାନରେ ଚଢ଼ାଉ: ୭ ଟ୍ରକ୍‌, ୨ ଜେସିବ ଜବତ

ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨ ଜେସିବି ମେଶିନ ଜବତ କରାଯାଇଛି। ଉପଜିଲାପାଳ ସାଫଲ୍ୟ ମଣ୍ଡିତଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିବା ବେଳେ ସଦର ଅତିରିକ୍ତ ତହସିଲଦାର ଲକ୍ଷଣ ଦଳାଇ, ଓଡ଼ପଡ଼ା ଅତିରିକ୍ତ ତହସିଲଦାର ସାଗରିକା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧବାଙ୍କୁ ସଜାଇଥିଲେ ସଧବା

ଢେଙ୍କାନାଳ ଅଫିସ, ୯ା୭ ଢେଙ୍କାନାଳ ସହର ଦକ୍ଷିଣକାଳୀ ରୋଡ୍‌ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡ଼ ଷାଠିଏବାଟିଆ ଅଞ୍ଚଳରେ ଏକ ବଡ଼ଧରଣର ଜମି କେଳେଙ୍କାରୀ ମାମଲାର...

ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ

ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ...

ଆଜି ଚିଲିକାରେ ପକ୍ଷୀଗଣନା

ବାଲୁଗଁା,୪ା୧(ଡି.ଏନ୍‌.ଏ.): ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଆନୁକୂଲ୍ୟରେ ବୁଧବାର ସମଗ୍ର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ବିଭାଗ...

ସ୍ନାନମଣ୍ଡପରେ ଦର୍ଶନ ଦେଲେ ତିନିଠାକୁର

ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ...

ପ୍ରବାସୀଙ୍କ ପାଇଁ ପଞ୍ଚାୟତ ଶଟଡାଉନ୍‌

କଣିହଁା,୨୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହଁା ବ୍ଲକ ବଜ୍ରକୋଟ ପଞ୍ଚାୟତକୁ ଶନିବାର ୫୩ ପ୍ରବାସୀ ଫେରିଛନ୍ତି। ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ନେବା ଓ ସେଠାରେ ଉପଯୁକ୍ତ ଭାବେ...

ବେଆଇନ ଭ୍ରୂଣ ନିରୂପଣ କେନ୍ଦ୍ର ସିଲ୍‌

ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲିରେ ଏକ ଘରେ ଦୀର୍ଘବର୍ଷ ଧରି ବେଆଇନ ଭାବେ ଗର୍ଭସ୍ଥ ଶିଶୁଙ୍କ ଲିଙ୍ଗ ନିରୂପଣ...

ମାହାଙ୍ଗା ଗଣହତ୍ୟା: ଶିବଙ୍କୁ ରିମାଣ୍ଡରେ ନେଲା ପୋଲିସ

ମାହାଙ୍ଗା,୧୪।୪(ଡି.ଏନ୍‌.ଏ.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ ନେଇଛି। ଶିବଙ୍କ...

ସମୁଦ୍ରରେ ବୋଟ୍‌ରୁ ସନ୍ଦିଗ୍ଧ ଯୁବକ ଠାବ

ପାରାଦୀପ,୨।୯ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ଏକ ବୋଟ୍‌ରୁ ବୁଧବାର ରାତିରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ମତ୍ସ୍ୟଜୀବୀମାନେ ଅଚାନକ ଠାବ କରିଥିଲେ।...

Advertisement
Archives

Model This Week