Advertisement

ବେଆଇନ ପଲିଥିନ ଜବତ

ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍‌ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ ଲୋଡ଼ ହୋଇ ହଳଦିଆପଦର ଆସିଥିଲା। ଏହି ସମୟରେ ଗୋଳନ୍ଥରା ଥାନା ପୋଲିସ ବୁଧବାର ଉକ୍ତ ଗାଡ଼ିକୁ ଯାଞ୍ଚ ବେଳେ ପଲିଥିନ ଥିବା ଜଣାପଡ଼ିଥିଲା। ପଲିଥିନକୁ ସରକାରଙ୍କ ପକ୍ଷରୁ ବେଆଇନ ଘୋଷଣା କରାଯାଇଛି। ବ୍ୟବସାୟୀମାନେ ଉକ୍ତ ପଲିଥିନଗୁଡ଼ିକୁ ଆଣି ଦୋକାନୀମାନଙ୍କୁ ବିକ୍ରି କରୁଥିବା ତଦନ୍ତରେ ଜଣାପଡ଼ିଥିଲା। ପୋଲିସ ଉକ୍ତ ଗାଡ଼ିକୁ ନିଜ ହେପାଜତକୁ ନେବା ସହ କନିଷି ତହସିଲଦାରଙ୍କୁ ହସ୍ତାନ୍ତର କରିଥିଲା। ଉକ୍ତ ପଲିଥିନଗୁଡ଼ିକ ସମ୍ପୂର୍ଣ୍ଣ ପୋଡ଼ି ନଷ୍ଟ କରାଯିବ ବୋଲି କନିଷି ତହସିଲଦାର ପ୍ରଳୟାନନ୍ଦ ଶତପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରେ ହଜାରେ ଲୋକଙ୍କୁ ଦେଇଥିଲେ ଆମନ୍ତ୍ରଣ

ହିଞ୍ଜିଳିକାଟୁ,୨୧ା୫: କୋଭିଡ଼ କଟକଣାକୁ ଅବମାନନା କରି ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମରେ ଶୁକ୍ରବାର ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ପାଇଁ ବିବାହ...

ବୀମା ଟଙ୍କା ପାଇଁ କୃଷି ଅଫିସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କଲେ ଚାଷୀ

ସମ୍ବଲପୁର,୧୭ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କାକୁ ନେଇ ଭାଜପା ଓ ବିଜେଡି ପରସ୍ପର ମଧ୍ୟରେ ଦୋଷ ଲଦାଲଦି ହେବାରେ ଲାଗିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି...

ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ

ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ...

ପଞ୍ଚାୟତ ବୈଠକରେ ଓ୍ବାର୍ଡ ସଭ୍ୟଙ୍କୁ ଆକ୍ରମଣ

ହିଞ୍ଜିଳିକାଟୁ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବୁରୁପୋଡ଼ା ପଞ୍ଚାୟତରେ ଶନିବାର ଅନୁଷ୍ଠିତ ପଞ୍ଚାୟତ ବୈଠକ ବେଳେ ଏକ ରାସ୍ତା କାମକୁ ନେଇ ଜଣେ ବ୍ୟକ୍ତି ଓ୍ବାର୍ଡ...

ସ୍ବାବଲମ୍ବୀ କରିଛି ଚିନାବାଦାମ ବିକ୍ରି

କେନ୍ଦୁଝର, ୫ା୧୦(ସ୍ବ.ପ୍ର.)-ବର୍ତ୍ତମାନ ଚିନାବାଦାମ ଅମଳର ସମୟ। ଚାଷୀ ଚିନାବାଦମ ଅମଳ କରି ବିକି ବେଶ ଦୁଇ ପଇସା ଲାଭ କରିଥାଏ। ବେପାରୀ ମାନେ ଏହି ଚିନାବାଦାମକୁ...

ମନେପଡ଼େ କଳାବେଠିଆଙ୍କ ସେବା

ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍‌ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ...

ଜୟପୁରରେ ଭୋଟ ଗଣତି ଆରମ୍ଭ

ଜୟପୁର,୨୩ା୫(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ସମଗ୍ର ରାଜ୍ୟରେ ଭୋଟ ଗଣତି ହେଉଛି। ଏନେଇ ସମସ୍ତ ଷ୍ଟ୍ରଙ୍ଗ୍‌ରୁମ ପାଖରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ...

ଝିଣ୍ଟିକାପଲ୍ଲୀରେ ବାର୍‌ହା ଆକ୍ରମଣରେ ୫ ଆହତ

ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍‌ହା ଆକ୍ରମଣରେ ୫...

Advertisement
Archives

Model This Week