ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

କୁଆଁରମୁଣ୍ଡା,୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ ବଳପୂର୍ବକ ୧୦ରୁ ଊର୍ଦ୍ଧ୍ୱ ଗାଡ଼ି ଓ ୩ ଶହ ଶ୍ରମିକଙ୍କ ସହାୟତାରେ ପାଚେରି ନିର୍ମାଣ ଆରମ୍ଭ କରିଥିଲା। ଏହି ଖବର ପାଇ କୁଆଁରମୁଣ୍ଡା, ଯମୁନାକି ନାଗରିକ କମିଟି ସଦସ୍ୟ ପହଞ୍ଚି ଉକ୍ତ କମ୍ପାନୀର କାର୍ଯ୍ୟକୁ ବିରୋଧ କରିଛନ୍ତି। ରବିବାର ସକାଳେ ଶତାଧିକ ମହିଳା ପୁରୁଷ ନିର୍ମାଣସ୍ଥଳୀରେ ପହଞ୍ଚିବା ପରେ କମ୍ପାନୀ କର୍ତ୍ତୃପକ୍ଷ ଘଟଣାସ୍ଥଳ ଛାଡ଼ି ଚାଲି ଯାଇଛନ୍ତି। କୁଆଁରମୁଣ୍ଡା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଜିଟିରେ ସୁକିନ୍ଦା ରେଲ୍‌ୱେ ସାଇଡିଂ ମାମଲା: ୫ ସର୍ତ୍ତ ରଖି ମାମଲା ଫଇସଲା

ଯାଜପୁର ଅଫିସ,୧୧।୯: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଉଲ୍ଲଂଘନ ହେଉଥିବା ଅଭିଯୋଗ କରି ନ୍ୟାଶନାଲ...

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭଦ୍ରକ ଅଫିସ,୫।୭: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଶୁକ୍ରବାର ୧୦ ହଜାରରୁ ଊର୍ଦ୍ଧ୍ୱ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ଜିଲାର ୩ ହଜାର ଚାଷୀଙ୍କୁ...

ବାଲିଆପାଳରେ ଆଦର୍ଶ ବିଦ୍ୟାଳୟ: ହୋଇନି ଜମି ହସ୍ତାନ୍ତର; ୩ ବର୍ଷ ହେଲା ଆରମ୍ଭ ହୋଇପାରୁନି କାମ

ବାଲିଆପାଳ, ୧୩।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ରାଜ୍ୟ ସରକାର ଆଦର୍ଶ ଇଂରାଜୀ ବିଦ୍ୟାଳୟ ସ୍ଥାପନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ଅର୍ଥ ମଞ୍ଜୁର ହୋଇ ଆର୍‌ଡି...

ଗଣତି କାର୍ଯ୍ୟ ଶୃଙ୍ଖଳିତ କରିବାକୁ ତତ୍ପରତା

ବାଲେଶ୍ୱର ଅଫିସ, ୨୨।୫-ସାଧାରଣ ନିର୍ବାଚନ ପରେ ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ବଢ଼ି...

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ...

ଅଧାପନ୍ତରିଆ ଆଶ୍ରୟସ୍ଥଳ

ଅନୁଗୋଳ ଅଫିସ୍‌, ୮ା୬:  କେହି ରହିବେନି ଖୋଲା ଆକାଶ ତଳେ। ବର୍ଷା, ଶୀତ କାକର ଭିଜା ରାତିରୁ ବାସହରାଙ୍କୁ ତ୍ରାହି ମିଳିବ। ଏପରି ମହତ୍‌ ଉଦ୍ଦେଶ୍ୟ ନେଇ...

‘କରୋନା’ ଭାଇରସ୍‌ ପାଇଁ ଆଡ୍‌ଭାଇଜରି: ୪ ମେଡିକାଲରେ ଖୋଲିବ ସ୍ବତନ୍ତ୍ର ଓ୍ବାର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ)/ କଟକ ଅଫିସ : ‘କରୋନା’ ଭାଇରସ୍‌ ପାଇଁ ଶନିବାର ରାଜ୍ୟ ସରକାର ଆଡ୍‌ଭାଇଜରି ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ପ୍ରମୁଖ ହସ୍ପିଟାଲକୁ...

ସରକାରୀ ନିର୍ଦ୍ଦେଶକୁ ଅପେକ୍ଷା

କାମାକ୍ଷାନଗର, ୩୦ା୧୨(ଡି.ଏନ.ଏ.) – ଶିକ୍ଷାୟତନ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଟଣାଯାଇଛି ଲକ୍ଷ୍ମଣରେଖା। କରୋନା ସଂକ୍ରମଣ ଭୟରେ ଦୀର୍ଘ ୯ମାସ ହେଲା ଶିକ୍ଷାନୁଷ୍ଠାନରେ ଝୁଲୁଛି ତାଲା। ଯଦିଓ...

Play 250+ Trending Games
Archives

Model This Week

Why Dharitri