ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ

ଜେନାପୁର,୨୪।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥ ବାଲିସାହି ଛକ ନିକଟସ୍ଥ ମାଣ୍ଡିଆଗଡ଼ାଠାରେ ବହୁ ଦିନ ଧରି ଚାଲିଥିବା ବେଆଇନ ପିଚୁ ପ୍ଲାଣ୍ଟକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ଚାଲୁଥିବା ବେଳେ ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ତହସିଲଦାର ସରୋଜ କୁମାର ପଣ୍ଡା, ଅତିରିକ୍ତ ତହସିଲଦାର ଦେବୁପ୍ରସାଦ ମହାନ୍ତି, ଜେନାପୁର ଥାନା ଅଧିକାରୀ ସୁଶାନ୍ତ କୁମାର ଦାସଙ୍କ ସମେତ ପୋଲିସ ଫୋର୍ସ ମୁତୟନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ହେଭିଓ୍ବେଟଙ୍କ ସହ ମହେଶଙ୍କ ଲଢେଇ

ଅନୁଗୋଳ ଅଫିସ, ୨୧।୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଭାବେ ବିଜେଡି ମହେଶ ସାହୁଙ୍କୁ ମଇଦାନକୁ ଆଣିଛି। ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ଥିବା ମହେଶ...

ବଦଳିଲା ପାଗ, ମାଘ ମେଳାରେ ଭିଡ଼

ଢେଙ୍କାନାଳ ଅଫିସ,୧୦ା୨: ଢେଙ୍କାନାଳ ଜିଲା ମହିମା ଧର୍ମ ପୀଠ ମହିମାଗାଦି ଯୋରନ୍ଦାରେ ବିଶ୍ୱ ପ୍ରସିଦ୍ଧ ମାଘ ମେଳାର ରବିବାର ଥିଲା ତୃତୀୟ ଦିବସ। ବର୍ଷାପାଗ ଯୋଗୁ ଶନିବାର...

ବସ୍‌ ଧକ୍କାରେ ଅଟୋ ଚୂର୍‌ମାର: ୨ମୃତ

ବଲାଙ୍ଗୀର ଅଫିସ,୭।୧୦ :ବଲାଙ୍ଗୀର ସଦର ବ୍ଲକ ଦାଉପାଲି ଛକରେ ରବିବାର ଅପରାହ୍ନରେ ବସ୍‌ ଧକ୍କାରେ ଏକ ଅଟୋ ଚୁରମାର ହୋଇଯାଇଛି। ଅଟୋରେ ଥିବା ଡଙ୍ଗାଘାଟର ରଞ୍ଜିତ...

ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର...

ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ...

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ...

ଜି ଉଦୟଗିରି ସହର ଶଟ୍‌ଡାଉନ୍‌: କଚେରୀ ସାହି, ବସ୍‌ଷ୍ଟାଣ୍ଡ ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨୫।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ସଂକ୍ରମଣକୁ ରୋକିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲାପାଳଙ୍କ ଆଦେଶ କ୍ରମେ ଜିଲାକୁ...

ଦାଦନ ଦୁଖ୍‌:ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ...


Coronavirus Update

Archives

Model This Week

Why Dharitri