ବେଆଇନ ବାଲିଗାଡି ଚଳାଚଳକୁ ବିରୋଧ: ପ୍ରତିବାଦରେ ଧାରଣା ଦେଲେ ଗ୍ରାମବାସୀ

ଆନନ୍ଦପୁର,୧୨।୧୨(ସ୍ବ.ପ୍ର): ବେଆଇନ ଭାବେ ସିଂଡୋଭ ଗ୍ରାମ ରାସ୍ତାରେ ବାଲିଗାଡି ଚଳାଚଳକୁ ବିରୋଧ କରି ଗ୍ରାମବାସୀ ଗୁରୁବାର ଗ୍ରାମ ରାସ୍ତାରେ ଧାରଣା ଦେଇଛନ୍ତି। ଆନନ୍ଦପୁର ଥାନା ଅଧୀନ ସିଂଡୋଭ ଗ୍ରାମରେ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି। ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛି। ସୂଚନାଯୋଗ୍ୟ, ବଂଚୋ ଠାରେ ଲିଜ୍‌ ବାଲି ଘାଟକୁ ବେଆଇନ ଭାବେ ପରିଚାଳନା କରାଯାଉଥିବା ଅଭିଯୋଗ କରି ୧୨ ତାରିଖ ସିଂଡୋଭ ଗ୍ରାମରେ ଥିବା ଅଙ୍ଗନଓ୍ବାଡି ଓ ସ୍କୁଲ ପାଖ ରାସ୍ତାରେ ଗ୍ରାମବାସୀ ଧାରଣା ଦେବେ ବୋଲି ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ଅଭିଯୋଗ: ପ୍ରସୂତିଙ୍କ ହାତରେ ରହିଗଲା ଛୁଞ୍ଚି

ବାଲିଗୁଡ଼ା,୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଥିବା ପ୍ରସୂତି ବିଭାଗ ସ୍ବାସ୍ଥ୍ୟକର୍ମୀ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଅବହେଳା ଯୋଗୁ ଜଣେ ପ୍ରସୂତିଙ୍କ...

ବାପପୁଅଙ୍କୁ ୮ ବର୍ଷ ଜେଲ

ଚମ୍ପୁଆ ୧୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ସରୋଜ କୁମାର ଦାସ...

ଓଲଟିଲା ଆଳୁ ବୋଝେଇ ଟ୍ରକ୍‌

ପାଟଣା, ୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ହାତୀବାରି ନିକଟରେ ଏକ ୧୪ ଚକିଆ ଆଳୁ ବୋଝେଇ...

ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୧୮।୪ (ଡି.ଏନ.ଏ.):  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ...

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ...

ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା...

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ...

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା ତଦନ୍ତ ଭାର ନେଲେ ଡିଏସ୍‌ପି

ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ...

Advertisement
Archives

Model This Week