Posted inଜାତୀୟ

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହା ଦ୍ୱାରା ନଦୀ ପ୍ରତି ବିପଦ ସୃଷ୍ଟି ହେବା ସହିତ ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପଡୁଥିବା ଏକ ମାମଲାର ବିଚାର କରି ସର୍ବୋଚ୍ଚ ନ୍ୟାୟାଳୟ ଏଭଳି କହିଛନ୍ତି। ଏହି ମାମଲାରେ ବିଚାରପତି ଏସ୍‌.ଏ. ବୋବ୍‌ଦେଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ତାମିଲନାଡୁ, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ବେଆଇନ ବାଲି ଖନନ କରୁଥିବା ବ୍ୟକ୍ତି ତଥା ସଂସ୍ଥା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ସୁପ୍ରିମ୍‌କୋର୍ଟ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା...

ବିଶ୍ୱର ଉନ୍ନତି ପାଇଁ ମହିଳାମାନଙ୍କୁ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ କରାଯିବା ଆବଶ୍ୟକ: ଜାତିସଂଘରେ ରୁଚିରାଙ୍କ ମନ୍ତବ୍ୟ…

ଜେନେଭା,୭।୩ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ରାଷ୍ଟ୍ରଦୂତ ରୁଚିରା କାମ୍ବୋଜ ମହିଳା ସ୍ଥିତି ଉପରେ କହିଛନ୍ତି। ଆଜିର ନୂତନ ଭାରତ ମହିଳା ଏବଂ ବାଳିକାଙ୍କ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ

ନୋଏଡା,୨୪।୨: ଯମୁନା ଏକ୍ସପ୍ରେସ୍‌ଓ୍ବେରେ ମଙ୍ଗଳବାର-ବୁଧବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୭ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ବୃନ୍ଦାବନ ଦର୍ଶନ ସାରି ଇନୋଭାରେ...

ଦିଲ୍ଲୀରେ ରାହୁଲଙ୍କ ପଦଯାତ୍ରା: ଅହିଂସା ହିଁ ପରମ ଶକ୍ତି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ପଦଯାତ୍ରା ହୋଇଛି। ଦିଲ୍ଲୀର କଂଗ୍ରେସ କାର୍ଯ୍ୟାଳୟରୁ ରାଜଘାଟ ପର୍ଯ୍ୟନ୍ତ ରାହୁଲ...

ସୀମାରୁ ଦୁଇ ଦିନରେ ୨ଶହ ଟ୍ୟାଙ୍କ ହଟାଇଲାଣି ଚାଇନା!

ନୂଆଦିଲ୍ଲୀ,୧୨ ।୨: ଲଦ୍ଦାଖ ନିକଟ ଏଲଏସିରେ ଭାରତ-ଚାଇନା ମଧ୍ୟରେ ପାଖାପାଖି ୯ ମାସ ହେବ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି...

ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଆରମ୍ଭ ହେବ ଭାରତ-ରୁଷିଆ ବିମାନ ସେବା

ନୂଆଦିଲ୍ଲୀ,୬ ।୫: ରୁଷିଆ ସରକାରଙ୍କ ଦ୍ୱାରା ପରିଚାଳିତ ଏରୋଫ୍ଲୋଟ ଶୁକ୍ରବାରଠାରୁ ରୁଷିଆ-ଭାରତ ମଧ୍ୟରେ ପୁଣିଥରେ ବିମାନ ସେବା ଆରମ୍ଭ କରିବ । ଏରୋଫ୍ଲୋଟ କମ୍ପାନୀ ତା’ର...

ସ୍କୁଲ ଖୋଲିବା ପରେ ୨୭ ଛାତ୍ର କରୋନା ପଜିଟିଭ

କୁର୍ନୁଲ, ୨୧।୧୦: ଆନ୍ଧ୍ର ପ୍ରଦେଶ କୁର୍ନୁଲ ଜିଲାର ୪ଟି ଘରୋଇ ବିଦ୍ୟାଳୟର ୨୭ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ସେତେବେଳେ ସାମ୍ନାକୁ...

୧୩ ମାସରେ ୩ଥର ଆକ୍ରାନ୍ତ ହେଲେଣି ଏହି ମହିଳା ଡାକ୍ତର

ମୁମ୍ବାଇ,୨୮।୭: ମହାରାଷ୍ଟ୍ରର ମୁମ୍ବାଇରେ କରୋନା ପ୍ରକୋପ ଜାରି ରହିଛି। ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ମୁମ୍ବାଇରେ ରହୁଥିବା...

Advertisement
Archives

Model This Week