ବେଆଇନ ବାଲି ଗାଡିକୁ ଅଟକାଇଲା ପୋଲିସ

ବନ୍ତ, ୨୧।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ୍‌ ସମୟରେ କେନ୍ଦୁଝର ଜିଲାରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଆଇନ ବାଲି ଗାଡିକୁ ନନ୍ଦିପଦା ପୋଲିସ ଅଟକ ରଖିଛି। ମଙ୍ଗଳବାର ଭୋର ସମୟରେ କେନ୍ଦୁଝର ଜିଲାର ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ବୋଝେଇ ଗାଡିଗୁଡିକ ଭଦ୍ରକ ଜିଲାକୁ ଯାଉଥିଲା ା ଉଭୟ ଜିଲାର ସୀମାନ୍ତ ଚେକ୍‌ପୋଷ୍ଟ ବସନ୍ତିଆ ବଜାରଠାରେ ଡ୍ୟୁଟି କରୁଥିବା ନନ୍ଦିପଦା ପୋଲିସ ସମ୍ପୃକ୍ତ ଗାଡିଗୁଡିକ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ଶହ କୋଟିର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ୨୦୨୩ ହକି ବିଶ୍ୱକପ୍‌ ସୁନ୍ଦରଗଡ଼ରେ ଆୟୋଜନ ପାଇଁ ନିଷ୍ପତ୍ତି

ସୁନ୍ଦରଗଡ, ୩।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧୫ଶହ କୋଟିରୁ ଊର୍ଦ୍ଧ୍ୱ...

ଜିଲା ଚିଠି : ଅସଜଡ଼ା ସ୍ବାସ୍ଥ୍ୟସେବା

ରାଜ୍ୟ ସରକାରଙ୍କ ପକ୍ଷରୁ ‘ମୋ ସରକାର’ ଯୋଜନା ଜିଲାର ପ୍ରତି ଡାକ୍ତରଖାନାରେ ଲାଗୁ କରାଯାଇଛି। ଏଥିପାଇଁ ସବୁଠି ତତ୍ପରତା ପ୍ରକାଶ ପାଇଛି। ତଥାପି ଜିଲାବାସୀଙ୍କୁ ଉତ୍ତମ...

ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତ୍ୟୁ ଘଟଣା

କଟକ ଅଫିସ୍‌/ ପୁରୀ ଅଫିସ୍‌ ୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଶନିବାର ମାମଲା ରୁଜୁ...

ବିଦ୍ୟାଳୟ ବନ୍ଦକୁ ନେଇ ପ୍ରତିବାଦ : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ, ୮।୧୧: ଗ୍ରାମରେ ଥିବା ବିଦ୍ୟାଳୟକୁ ବନ୍ଦ ନ କରିବା ପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ ଭଗବାନପୁର ପଞ୍ଚାୟତର ବେତଖୋଲି ଗ୍ରାମବାସୀ ଗୁରୁବାର...

ଅନୁଗୋଳ ବଜାରରେ ହସ୍‌ଭର୍ନା ବାଇକ୍‌

ଅନୁଗୋଳ ଅଫିସ୍‌, ୧୨।୮ – ଅନୁଗୋଳ ବଜାରରେ ହସ୍‌ଭର୍ନା ମୋଟର ସାଇକେଲ ପ୍ରବେଶ କରିଛି। ଏହି ହସ୍‌ଭର୍ନା ଭିଟ୍‌ପିଲେନ୍‌ ଓ ସ୍ବାଟ୍‌ପିଲେନ୍‌ ଗାଡ଼ି ୨୫୦ ସିସିର...

୧୫ ଦିନ ହେଲା ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଟ୍ରାନ୍ସଫର୍ମର ଅଚଳ: ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି

ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍‌ ପାଣି ବିଶୋଧନ ହୋଇ...

ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା

କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ...

କେନ୍ଦୁଝରରେ ୪ରୁ ୩ ପୌର ପରିଷଦ ହାତେଇଲା ବିଜେଡି

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୌର ନିର୍ବାଚନ ଫଳାଫଳ ଶନିବାର ଘୋଷଣା ହୋଇଛି। ଜିଲାର ତିନୋଟି ପୌରପାଳିକା ଓ ଗୋଟିଏ ଏନ୍‌ଏସିରେ ନିର୍ବାଚନ ହୋଇଥିଲା। ବିଜେଡି ତିନୋଟି...

Advertisement
Archives

Model This Week