ବେଆଇନ ବାଲି ଚାଲାଣ: ୧୨ ଟ୍ରାକ୍ଟର ଜବତ, ୧ ଲକ୍ଷ ୨୨ ହଜାର ଜରିମାନା ଆଦାୟ

ଆନନ୍ଦପୁର,୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ଆଦିବାସୀ ଅଧୁସୀତ ବୁଢ଼ିକୁଦ ପଞ୍ଚାୟତ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ ତହସିଲଦାର ତପନ କୁମାର ନାୟକ ମଙ୍ଗଳବାର ଭୋର ସମୟରେ ଚଢ଼ାଉ କରିଥିଲେ। ବେଆଇନ ବାଲି ଚାଲାଣରେ ବ୍ୟବହୃତ ୧୨ଟି ଟ୍ରାକ୍ଟରକୁ ଜବତ କରିବା ସହ ସେମାନଙ୍କ ନିକଟରୁ ୧ ଲକ୍ଷ ୨୨ ହଜାର ୪୦୦ ଟଙ୍କା ଜରିମାନା ଆଦାୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri