ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି। ଲକ୍‌ଡାଉନ୍‌ ପାଇଁ ବାଲି ପରିବହନ ଠପ୍‌ ଥିବା ବେଳେ ଏବେ ଗତ କିଛିଦିନ ଧରି ହଜାର ହଜାର ଟ୍ରାକ୍ଟର, ଡମ୍ପରରେ ବାଲି ପରିବହନ ହେଉଛି ା ବାଲି ଖାଦାନ ମାଲିକମାନେ ଆବଶ୍ୟକଠାରୁ ଅଧିକ ବାଲି ଉତ୍ତୋଳନ କରି ଅଧିକ ମୂଲ୍ୟରେ ବିକ୍ରି କରି ମାଲାମାଲ ହେଉଛନ୍ତି ା ଏନେଇ ତହସିଲଦାର ଓ ଜିଲାପାଳଙ୍କ ଦୃଷ୍ଟିଆକର୍ଷଣ କରାଯାଇଥିଲା। ଅଭିଯୋଗ ପରେ ଗତ ୨/୩ ଦିନ ଧରି ଜଳେଶ୍ୱର ତହସିଲଦାର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଗଠନ କରିଛନ୍ତି। ଶନିବାର ସକାଳେ ଏହି ଟିମ୍‌ ବେଆଇନ ଭାବେ ପରିବହନ ହେଉଥିବା ୫ଟି ଟ୍ରାକ୍ଟର ଜବତ କରିବାରେ ସକ୍ଷମ ହୋଇଥିଲା। ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ସୁପରଭାଇଜର ଶୁଭେନ୍ଦୁ ସାହୁ, ସଦର ଆର୍‌ଆଇ ମାନସ ବେହେରା, ଦିଲୀପ ଚାନ୍ଦ ପ୍ରମୁଖ ଅଚାନକ ଚଢାଉ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ୫ ଗାଡି ମଧ୍ୟରୁ ୩ଟି ଟ୍ରାକ୍ଟର ନମ୍ବର ବିହୀନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri