ବେଆଇନ ଭାବେ ଆମେରିକାରେ ରହୁଥିବା ୧୬୧ ଭାରତୀୟ ଫେରିବେ ସ୍ବଦେଶ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୫: ଆମେରିକାରେ ବେଆଇନ ଭାବେ ରହୁଥିବା ୧୬୧ ଭାରତୀୟ ଚଳିତ ସପ୍ତାହରେ ସ୍ବଦେଶ ଫେରିବେ। ସେମାନେ ଆମେରିକାର ଦକ୍ଷିଣ ସୀମାରେ ଥିବା ମେକ୍ସିକୋ ଦେଇ ପ୍ରବେଶ କରିଥିବା କୁହାଯାଉଛି। ବେଆଇନ ଭାବେ ପ୍ରବେଶ କରିଥିବାରୁ ସେମାନଙ୍କୁ ଗିରଫ କରି ଜେଲ୍‌ରେ ରଖାଯାଇଥିଲା। ଭାରତୀୟମାନେ ଏକ ସ୍ବତନ୍ତ୍ର ବିମାନ ଯୋଗେ ପଞ୍ଜାବର ଅମୃତସରରେ ପହଞ୍ଚିବେ। ସେମାନଙ୍କ ମଧ୍ୟରେ ହରିୟାଣାର ୭୬ ଜଣ, ପଞ୍ଜାବର ୫୬ ଜଣ, ଗୁଜରାଟର ୧୨ ଜଣ ଅଛନ୍ତି। ସେହିପରି ଉତ୍ତରପ୍ରଦେଶର ୫ ଜଣ, ମହାରାଷ୍ଟ୍ରରର ୪ ଜଣ ଥିବାବେଳେ କେରଳ, ତେଲଙ୍ଗାନା ଏବଂ ତାମିଲନାଡୁର ୨ ଜଣ ଲେଖାଏଁ ବାସିନ୍ଦା ରହିଛନ୍ତି। ଆନ୍ଧ୍ରପ୍ରଦେଶ ଏବଂ ଗୋଆର ଜଣେ ଲେଖାଏଁ ବାସିନ୍ଦା ସେମାନଙ୍କ ମଧ୍ୟରେ ରହିଛନ୍ତି। ଭାରତୀୟଙ୍କ ମଧ୍ୟରେ ୩ ଜଣ ମହିଳା ଥିବାବେଳେ ହରିୟାଣାର ୧୯ ବର୍ଷ ବୟସ୍କ ୨ ଯୁବକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ...

ଇରାନ ସ୍କୁଲ ଛାତ୍ରୀଙ୍କୁ ବିଷ

ତେହରାନ/ବର୍ଲିନ/ଜେନେଭା,୪ା୩: ଗତ ଡିସେମ୍ବର ୧୬ରେ ମୋରାଲଟି ପୋଲିସର ଅମାନୁଷିକ କାର୍ଯ୍ୟାନୁଷ୍ଠାନରେ କୁର୍ଦ୍ଦିଶ୍‌ ଯୁବତୀ ମହସା ଅମିନୀଙ୍କ ଜୀବନ ଯିବା ପରେ ଇରାନ୍‌ରେ ହିଜାବ ବିରୋଧୀ ଆନ୍ଦୋଳନ...

ସ୍ବଦେଶ ଫେରିଲେ ଗୋଟାବାୟା

କଲମ୍ବୋ,୬।୧: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଦୁବାଇରୁ ସ୍ବଦେଶ ଫେରିଛନ୍ତି। ତାଙ୍କ ସରକାରର ପରିଚାଳନାଗତ ତ୍ରୁଟି କାରଣରୁ ଦେଶରେ ଗମ୍ଭୀର ଆର୍ଥତ୍କ ସଙ୍କଟ ଦେଖାଦେଇଥିଲା।...

ଅଧିକ ସହାୟତା ପ୍ରତିଶ୍ରୁତି ଦେଲେ କମଲା ହାରିସ୍‌

ଓ୍ବାଶିଂଟନ୍‌୍‌, ୯ା୫: କରୋନା ମହାମାରୀରେ ଭାରତର ସହାୟତା ପାଇଁ ଆମେରିକା ଜୋ ବାଇଡେନ୍‌ ସରକାର ସଂକଳ୍ପବଦ୍ଧ। ଭାରତର କଲ୍ୟାଣ ଆମେରିକା ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି...

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ...

ଫ୍ରାନ୍ସ୍‌ରେ କରୋନାର ମୃତ୍ୟୁ ତାଣ୍ଡବ: ମହଙ୍ଗା ପଡ଼ିଲା ଚର୍ଚ୍ଚର ସାମୁହିକ ପ୍ରାର୍ଥନା

ପ୍ୟାରିସ୍‌,୩୧।୩: କରୋନା ସଂକ୍ରମଣ ଯୋଗୁ ଫ୍ରାନ୍ସ୍‌ରେ ମୃତ୍ୟୁର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୩,୦୨୪ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୪୧୮...

‘ନିଆଁ ସହ ଖେଳୁଛି ଭାରତ’

ଇସ୍‌ଲାମାବାଦ,୬ା୮:ଭାରତୀୟ ପାର୍ଲାମେଣ୍ଟରେ ଦୁଇବର୍ଷ ତଳେ ନିଆଯାଇଥିବା ନିଷ୍ପତ୍ତିକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଓ ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜ୍‌ଓ୍ବା ନିନ୍ଦା କରିଛନ୍ତି। ଇମ୍ରାନ୍‌...

Advertisement
Archives

Model This Week