ବେଆଇନ ମଦଦୋକାନରେ ଚଢ଼ାଉ ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୧୬।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ବଡ଼କୁଟରୁ ଫାଣ୍ଡି ଅଞ୍ଚଳରେ ଥିବା ବେଆଇନ ମଦ ଦୋକାନ ଉପରେ ଶନିବାର ଚଢ଼ାଉ କରିଥିଲା। ଏଥିରେ ପୋଲିସ ୨୩.୨ ଲିଟର ମଦ ଜବତ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖିଥିଲା। ରବିବାର ଉକ୍ତ ୪ ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ପାଣିଗାଁର ତୀର୍ଥବାସୀ ସାହୁ, ଉପେନ୍ଦ୍ର ବେହେରା, ବନମାଳୀ ଭୋଇ ଏବଂ ବଡ଼କୁଟରୁର ଚିତ୍ରଭାନୁ ବାରିକ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ...

ସାନିଟାଇଜ ହେଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ରାଇସୁଆଁ,୧୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ବିଧିବଦ୍ଧ ଭାବେ ସଚେତନ କରାଯାଉଛି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର...

ମେଡିକାଲରେ ଡାକ୍ତରଙ୍କ ଧୂମପାନ ଫଟୋ ଭାଇରାଲ

ପାତ୍ରପୁର,୨୭ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୪ଜଣ ଡାକ୍ତର ଏକାଠି ହୋଇ ଧୂମପାନ (ସିଗାରେଟ) କରୁଥିବା ଏକ ଫଟୋ ଶନିବାର ସାମାଜିକ ଗଣମାଧ୍ୟମରେ ଭାଇରାଲ...

ଧାନବିକ୍ରି ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୫ଦିନ ବିତିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ଚାଷୀମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ...

ଟାଟାଷ୍ଟିଲ୍‌ ପକ୍ଷରୁ ଓ୍ବାକାଥନ୍‌

ଢେଙ୍କାନାଳ ଅଫିସ, ୯।୪ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ପକ୍ଷରୁ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଉପଲକ୍ଷେ ଓ୍ବାକାଥନ୍‌ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ...

ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ସୁନ୍ଦରଗଡ଼,୯।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍‌ଡେଗା...

ମଣ୍ଡିରେ ଭିଜୁଛି ଧାନ

କୋକସରା,୫।୧୨(ଡି.ଏନ.ଏ.): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ କଳାହାଣ୍ଡି ଜିଲାରେ ଶନିବାରଠାରୁ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି। ଫଳରେ ଖୋଲା ମଣ୍ଡିରେ ପଡିଥିବା ଶହ ଶହ...

ବିଜେଡି-ଭାଜପା ମୁଖ୍ୟ ଲଢ଼େଇ

ଢେଙ୍କାନାଳ ଅଫିସ, ୩୦ା୧: ଜୋର୍‌ ଧରିଲାଣି ପ୍ରଚାର। ଗ୍ରାମାଞ୍ଚଳରେ ବଢ଼ିଲାଣି ନିର୍ବାଚନୀ ଉଷ୍ମତା। ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରାର୍ଥୀ ଘରମୁହଁା ହୋଇଥିବାବେଳେ ସୋସିଆଲ ମିଡିଆରେ ଚାଲିଛି ନୀତିଆଦର୍ଶର...

Advertisement
Archives

Model This Week