ଆସିକା,୧ା୪(ଡି.ଏନ୍.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ ଚଢାଉ କରିଥିଲା। ଏଠାରୁ ୨ହଜାର ଲିଟର ରନ୍ଧା ମଦ ଜବତ କରାଯାଇଥିବାବେଳେ ୧୦ ହଜାର ଲିଟର ପୋଚ ନଷ୍ଟ କରାଯାଇଛି। ବହୁ ପରିମାଣର ମଦ ରନ୍ଧା ସରଞ୍ଜାମ ମଧ୍ୟ ଜବତ ହୋଇଥିବା ପୋଲିସ ସୂଚନା ଦେଇଛି। ଏହି ମାମଲାରେ ୩ଜଣ ମହିଳାଙ୍କ ସମେତ ମୋଟ ୨୫ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ବିରୋଧରେ କରୋନା ଆଇନ ଭଙ୍ଗ ନେଇ ମାମଲା ରୁଜୁ କରାଯାଇଥିବାବେଳେ ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଥାନା ଅଧିକାରୀ ସାହୁଙ୍କ ନେତୃତ୍ୱରେ ଆସିକା ଥାନାର ୮ଜଣ ପୋଲିସ ଅଧିକାରୀଙ୍କ ସହ ଏକ ପ୍ଲାଟୁନ୍ ସଶସ୍ତ୍ର ପୋଲିସ ଚଢାଉରେ ସାମିଲ୍ ଥିଲେ।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ
ଭୁବନେଶ୍ୱର, ୨୩।୧୨(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...
ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ
ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...
ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା
ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...
ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ
ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍ଆଇ-୧୭ ହେଲିକପ୍ଟର...
Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…
ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...
ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି
ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍ ଓସ୍ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...
ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର
ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...
Archives


