ବେଆଇନ ମହୁଲି ମଦ ଜବତ: ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୧୪।୪: ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି ଚୋରା ମଦ ବେପାରୀ। ଏହି ସମୟରେ ଚଢ଼ା ଦରରେ ମଦ ବିକ୍ରି ପାଇଁ ପଡ଼ୋଶୀ ଜିଲା ବାଲେଶ୍ୱରରୁ ଚୋରାରେ ମଦ ଆଣି ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି। ଜିଲା ଭ୍ରାମ୍ୟମାଣ ଅବକାରୀ ଟିମ୍‌ ମଙ୍ଗଳବାର ବେଆଇନ ଦେଶୀ ମହୁଲି ଭର୍ତ୍ତି ଥିବା ଏକ ହୋଣ୍ଡାସିଟି ଗାଡିକୁ ଜବତ କରିଛି। ଅବକାରୀ ନୀରିକ୍ଷକ ରବିନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଭଗବାନପୁର ନିକଟରୁ ଚଢ଼ାଉ କରି ଏହି ଗାଡିକୁ ଜବତ କରାଯାଇଛି। ତେବେ ଅବକାରୀ ଟିମ୍‌କୁ ଦେଖି ଗାଡ଼ିର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ୪ଶହ ଲିଟରରୁ ଊର୍ଦ୍ଧ୍ୱ ଦେଶୀ ମହୁଲି ଜବତ ହୋଇଥିବା ସୂଚନା ମିଳିଛି। ସେହିଭଳି ବାସୁଦେବପୁର ବ୍ଲକ ରାଜଘର ପୋଖରୀ ଗାଁରୁ ନେତ୍ରମଣୀ ମହାନ୍ତି ଓ ଅଭିମନ୍ୟୁ ମହାନ୍ତିଙ୍କୁ ଗିରଫ କରାଯାଇ ୭୦ ଲିଟର ବିଦେଶୀ ମଦ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଘର ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ଶିକ୍ଷକ

ବାଲିଗୁଡା,୨୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ସ୍କୁଲ, କଲେଜ ଆଦି ବନ୍ଦ ରହିଛି l ଏଭଳି ସ୍ଥିତିରେ ପିଲାମାନେ ଯେପରି ଘରେ ରହି ପାଠ ପଢିପାରିବେ ସେଥିପାଇଁ...

ବିଦ୍ୟୁତ ତାର ଲଗି ବୃଦ୍ଧଙ୍କ ଜୀବନ ଗଲା

ତିହିଡି,୧୭।୪(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡି ଥାନା ଅଧୀନ ବାହାବଳପୁର ଗ୍ରାମର ଦୀନବନ୍ଧୁ ବେହେରା(୮୧) ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ବାଡିରେ କାମ...

ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌...

ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଚମ୍ପୁଆ, ୫ା୧(ଡି.ଏନ୍‌.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ...

କଇଁଫୁଲିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ଜିଲା ଭାପୁର ବ୍ଲକ କଇଁଫୁଲିଆ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ସୋମବାର ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଇଗୁଣିଆ...

କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା

ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ...

ସୋମବାର କୋରାପୁଟ ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌ରେ ହେବ ୭୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ

କୋରାପୁଟ,୨୦।୯(ସ୍ବ.ପ୍ର): କୋରାପୁଟ ଜିଲାର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ଏଲ୍‌ଏନ୍‌ଏମ୍‌ସିଏଚ୍‌)ରେ ସୋମବାର ୭୦ ଶର୍ଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ ଉଦ୍‌ଘାଟନ୍‌ ହେବ।...

ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ...

Coronavirus Update

Archives

Model This Week

Why Dharitri