ବେଆଇନ ରାସ୍ତା, ଇଟାଭାଟି ନିର୍ମାଣକୁ ବିରୋଧ କଲେ ମହିଳା

ମହାକାଳପଡ଼ା,୬।୧(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ପାର୍ଶ୍ୱ ଗ୍ରାମ ମଧ୍ୟରେ ବେଆଇନ ରାସ୍ତା ଏବଂ ଇଟାଭାଟି ନିର୍ମାଣକୁ ସ୍ଥାନୀୟ ମହିଳାମାନେ ବିରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଖରିନାସୀ ଗ୍ରାମର ୬ ଓ ୧୪ ନଂ ଓ୍ବାର୍ଡର ୧୦୦ରୁ ଊର୍ଦ୍ଧ୍ୱ ମହିଳା ବେଆଇନ ଭାବେ ନିର୍ମାଣ କରାଯାଉଥିବା ଇଟାଭାଟିକୁ ସୋମବାର ବିରୋଧ କରିଛନ୍ତି। ସିମେଣ୍ଟ ଇଟା ତିଆରି କରାଯାଉଥିବାରୁ ଶବ୍ଦ ପ୍ରଦୂଷଣ, ଧୂଳିଧୂଆଁରେ ଲୋକେ ଅଣନିଃଶ୍ୱାସୀ ହୋଇ ପଡୁଥିବାବେଳେ ପନିପରିବା ଚାଷ ପ୍ରଭାବିତ ହେଉଛି। ଏନେଇ ସ୍ଥାନୀୟ ଲକ୍ଷ୍ମୀ ମଣ୍ଡଳ, କୁନ୍ତୀ ମଣ୍ଡଳ, କାଜଲ ମାଇତି, ରେନୁ ବାରିକ୍‌, ଅଞ୍ଜନା ଗିରି, କବିତା ମଣ୍ଡଳ, ପଦ୍ମିନୀ ଜେନା ପ୍ରମୁଖ ସ୍ଥାନୀୟ ସରପଞ୍ଚଙ୍କଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଆଜି ଏହି ବିରୋଧ କରିଥିବା କହିଛନ୍ତି।
ଏ ସମ୍ପର୍କରେ ମହାକାଳପଡ଼ା ତହସିଲଦାର ନିରଞ୍ଜନ ସାହୁଙ୍କ ମତାମତ ନେବାରୁ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା...

ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା, ଲୁଗା

ସଜନାଗଡ଼, ୧୨ା୩ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଈଶ୍ୱରପୁର ପଞ୍ଚାୟତର ବାଙ୍କିପଦାଠାରେ ଥିବା ପଞ୍ଚଲିଙ୍ଗେଶ୍ୱର କଲେଜ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା...

ଗଣ୍ଡଗୋଳ ବେଳେ ଗର୍ଭବତୀ ଆହତ ଅଭିଯୋଗ: ମୃତ ଶିଶୁ ଜନ୍ମ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଦାରିଙ୍ଗବାଡ଼ି,୮।୧୧(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ପଞ୍ଚୁପଲ୍ଲି ଗ୍ରାମରେ ଜମିବାଡ଼ିକୁ ନେଇ ଶୁକ୍ରବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ଗର୍ଭବତୀ ରୋଜି ବଳିଆର ସିଂ ଆହତ ହୋଇଥିବା ଥାନାରେ ଅଭିଯୋଗ...

ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ...

ବେକାରୀମୁକ୍ତ ସମାଜ ଗଠନ ଲାଗି ଆହ୍ବାନ

କେନ୍ଦୁଝର,୧୩।୨(ସ୍ବ.ପ୍ର.): ଜାତୀୟ ଯୁବ ପ୍ରକଳ୍ପ ପକ୍ଷରୁ ଶାନ୍ତି ଓ ସଦ୍‌ଭାବନା ରକ୍ଷା ପାଇଁ ସାଇକେଲ ଯାତ୍ରାରେ ଆସି ଗୁରୁବାର କେନ୍ଦୁଝର ଜିଲାରେ ପହଞ୍ଚିଛନ୍ତି ଯୁବତୀ ଯୁବକ।...

ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ...

ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ

ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ...

କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ...

Play 250+ Trending Games
Archives

Model This Week

Why Dharitri