ବେଆଇନ ରାସ୍ତା, ଇଟାଭାଟି ନିର୍ମାଣକୁ ବିରୋଧ କଲେ ମହିଳା

ମହାକାଳପଡ଼ା,୬।୧(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ପାର୍ଶ୍ୱ ଗ୍ରାମ ମଧ୍ୟରେ ବେଆଇନ ରାସ୍ତା ଏବଂ ଇଟାଭାଟି ନିର୍ମାଣକୁ ସ୍ଥାନୀୟ ମହିଳାମାନେ ବିରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଖରିନାସୀ ଗ୍ରାମର ୬ ଓ ୧୪ ନଂ ଓ୍ବାର୍ଡର ୧୦୦ରୁ ଊର୍ଦ୍ଧ୍ୱ ମହିଳା ବେଆଇନ ଭାବେ ନିର୍ମାଣ କରାଯାଉଥିବା ଇଟାଭାଟିକୁ ସୋମବାର ବିରୋଧ କରିଛନ୍ତି। ସିମେଣ୍ଟ ଇଟା ତିଆରି କରାଯାଉଥିବାରୁ ଶବ୍ଦ ପ୍ରଦୂଷଣ, ଧୂଳିଧୂଆଁରେ ଲୋକେ ଅଣନିଃଶ୍ୱାସୀ ହୋଇ ପଡୁଥିବାବେଳେ ପନିପରିବା ଚାଷ ପ୍ରଭାବିତ ହେଉଛି। ଏନେଇ ସ୍ଥାନୀୟ ଲକ୍ଷ୍ମୀ ମଣ୍ଡଳ, କୁନ୍ତୀ ମଣ୍ଡଳ, କାଜଲ ମାଇତି, ରେନୁ ବାରିକ୍‌, ଅଞ୍ଜନା ଗିରି, କବିତା ମଣ୍ଡଳ, ପଦ୍ମିନୀ ଜେନା ପ୍ରମୁଖ ସ୍ଥାନୀୟ ସରପଞ୍ଚଙ୍କଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଆଜି ଏହି ବିରୋଧ କରିଥିବା କହିଛନ୍ତି।
ଏ ସମ୍ପର୍କରେ ମହାକାଳପଡ଼ା ତହସିଲଦାର ନିରଞ୍ଜନ ସାହୁଙ୍କ ମତାମତ ନେବାରୁ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନାଲ୍‌କୋ ଅଧିକାରୀଙ୍କ ପଦୋନ୍ନତି

ବଅଁରପାଳ,୯ା୯(ଡି.ଏନ.ଏ.)- ନାଲ୍‌କୋ ସିପିପି ପ୍ଲାଣ୍ଟରେ କାର୍ଯ୍ୟରତ ୨ ଅଧିକାରୀଙ୍କ ପଦୋନ୍ନତି ହୋଇଥିବା ଜଣାପଡିଛି। ନାଲ୍‌କୋ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ପଦୋନ୍ନତି ଦିଆଯାଇଛି। ନାଲକୋ ସିପିପି ଅପରେଶନ...

ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ...

ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର...

ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଭାଲୁଘେରା ଜଙ୍ଗଲରୁ ମଙ୍ଗଳବାର ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ...

ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ...

ଧର୍ମଶାଳାରେ ଶିଶୁକନ୍ୟା ବିକ୍ରି ଘଟଣା: ଅଙ୍ଗନୱାଡି କର୍ମୀଙ୍କ ସହ ୫ ଗିରଫ

ଧର୍ମଶାଳା,୩୧ା୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା କୋତପୁର ପଞ୍ଚାୟତ ସାନରାଏପଡ଼ା ଗ୍ରାମରେ ଶିଶୁକନ୍ୟା ବିକ୍ରି ଘଟଣାରେ ପୋଲିସ ଜଣେ ଅଙ୍ଗନୱାଡି କର୍ମୀଙ୍କ ସମେତ ମୋଟ୍‌ ୫...

ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା

ଶେରଗଡ଼,୮ା୧୨(ଡି.ଏନ୍‌.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି...

ବ୍ୟାଗ୍‌ରୁ ମିଳିଲା ନବଜାତ ଶିଶୁ

ରାଉରକେଲା ଅଫିସ,୧୯ା୯:ରାଉରକେଲା ସେକ୍ଟର-୭ ପୋଲିସ ଶନିବାର ମୁଣ୍ଡାରୀ ବସ୍ତିର ଅଳିଆଗଦାରେ ପଡିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛି। ଖବର ପାଇ ପୋଲିସ ଉକ୍ତ...

Advertisement
Archives

Model This Week