ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ ବିଭାଗ ମିଳିତ ଭାବେ ଏହି ଚଢାଉ କରିଥିଲେ। ଗୃହ ମାଲିକଙ୍କ ହୋମିଓପ୍ୟାଥି ଦୋକାନ ସହରରେ ରହିଛି। ଦୋକାନ ମାଲିକଙ୍କୁ ଥାନାରେ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

ଦିଲ୍ଲୀ ଦରବାରରେ ଗୌରବ ବଢ଼ାଇଲେ ବଲାଙ୍ଗୀରର ୨ ଯୁବ ଶିଳ୍ପୋଦ୍ୟୋଗୀ: ମିଳିଲା ସମ୍ବର୍ଦ୍ଧନା

ବଲାଙ୍ଗୀର,୨୬।୩(ସୁନିଲ କୁମାର ମହାନ୍ତି): ଓଡ଼ିଆ ସମାଜ ପକ୍ଷରୁ ଜବାହାରଲାଲ ନେହେରୁ ଷ୍ଟାଡିୟମ, ନୂଆଦିଲ୍ଲୀରେ ଆୟୋଜିତ ‘ଓଡିଶାପର୍ବ’ରେ ବଲାଙ୍ଗୀରର ଗୌରବ ବଢ଼ାଇଥିବା ସୋମନାଥ ସାହୁ ଓ ନକୁଳ ପଟ୍ଟନାୟକଙ୍କୁ…

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri