ବେଗୁନିଆ ଏସଆଇଙ୍କ ବଦଳି ବାତିଲ ଦାବି: ଥାନା ସମ୍ମୁଖରେ ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ଜିଲା ବେଗୁନିଆ ଥାନାର ସବ ଇନ୍ସପେକ୍ଟର(ଏସଆଇ) ବିଜୟ କୁମାର ମଲିକଙ୍କର ଜିଲା ପୋଲିସ ପକ୍ଷରୁ ଅନ୍ୟତ୍ର ବଦଳି କରାଯାଇଛି । ମାତ୍ର ସବ୍‌ ଇନ୍ସପେକ୍ଟର ବେଗୁନିଆ ଥାନାରେ ଯୋଗ ଦେବା ପରଠାରୁ ଗୁଣ୍ଡା ବଦମାସ ଖଣି ମାଫିଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ତାଙ୍କୁ ସ୍ଥାନୀୟ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛନ୍ତି। ସେହିପରି ବେଗୁନିଆ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ଦିଗରେ ସେ ସଫଳତା ପାଇଛନ୍ତି । ମାତ୍ର ଖଣି ମାଫିଆଙ୍କ ଚାପରେ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି । ଏହାର ପ୍ରତିବାଦରେ ଶୁକ୍ରବାର କେତେକ ସାମାଜିକ ଅନୁଷ୍ଠାନ କର୍ମୀ ଓ ସ୍ଥାନୀୟ ବାସିନ୍ଦା ବେଗୁନିଆ ଥାନା ସମ୍ମୁଖରେ ବିକ୍ଷୋଭ ସହ ବଦଳି ବାତିଲ ଦାବିରେ ଖୋର୍ଦ୍ଧା ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି...

ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ: କୋମନା, ମହାମାୟା ବିଜୟୀ

ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ...

ଆଇସୋଲେଶନ ହଲ ବୁଲି ଦେଖିଲେ ଜିଲାପାଳ

ଗଞ୍ଜାମ,୨୪ା୪(ଡି.ଏନ.ଏ.)- ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଗୋଖରକୁଦା ଗ୍ରାମରେ ଶୁକ୍ରବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପହଞ୍ଚତ୍ ଆଇସୋଲେଶନ ହଲ୍‌ ବୁଲି ଅନୁଧ୍ୟାନ କରିଥିଲେ। ରାଜ୍ୟ...

ବେଆଇନ ଆଧାର ସଂଶୋଧନ ଅଭିଯୋଗରେ ଯୁବକ ଗିରଫ

ବାସୁଦେବପୁର,୧୭।୧୦(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ବଜାର ଅଞ୍ଚଳରେ ଏକ ଦୋକାନରେ ବେଆଇନ ଭାବେ ଆଧାର ସଂଶୋଧନ, ଅଧିକ ଅର୍ଥ ଦାବି କରିବା...

ଛତ୍ରପୁରରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରର ବୁଦ୍ଧିଜୀବୀ ଓ ସାମାଜିକ କର୍ମୀଙ୍କ ପକ୍ଷରୁ ସୋମବାର ଅପରାହ୍ନରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀ ଭାଗୀରଥି ବେହେରାଙ୍କ...

ଦୁରଦିନରେ ଗରିବ୍‌ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍‌ତାରେ ବିକୀର୍ତ୍ତନ

ବିନିକା,୧୬।୧୨ (ଡି.ଏନ୍‌.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍‌ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍‌ ରମେଶ ନାଗ,...

ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଆରମ୍ଭ

ଚୌଦ୍ୱାର,୯।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମଣ୍ଡପଡ଼ା ଗ୍ରାମର ଜଣେ ବ୍ୟକ୍ତି ନିଜ ଘର ଆଗରେ ଥିବା ଏକ ପିଜୁଡି ଗଛରେ ବେକରେ ଗାମୁଛା...

ପେଣ୍ଠକଟାରେ ହେବ ମତ୍ସ୍ୟ ଅବତରଣ କେନ୍ଦ୍ର

ପୁରୀ ଅଫିସ, ୮।୯:  ପୁରୀ ସମୁଦ୍ର ଉପରେ ନିର୍ଭର କରି ଚଳୁଥିବା ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକାକୁ ସଜଡ଼ା ଯିବ। ସେମାନଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା...

Play 250+ Trending Games
Archives

Model This Week

Why Dharitri