Posted inଜାତୀୟ

ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀ ଗିରଫ: ବିନା ଭିଜାରେ ବାସ କରୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୧୦: କର୍ନାଟକ ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି। ସେମାନେ ବିନା ଭିଜାରେ ସହରରେ ବାସ କରୁଥିବା ଅଭିଯୋଗ ହୋଇଛି। ସହରରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଅଭିଯୋଗ ମିଳିବା ପରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଏହାପରେ ତାଙ୍କୁ ବାଂଲାଦେଶ ପଠାଯିବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri