କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ ଶ୍ରମିକ। ସେମାନେ ୩ ଦିନ ଧରି ଭୋକ ଉପବାସରେ ଦିନ କାଟୁଛନ୍ତି। ବେଙ୍ଗାଲୁରୁର ସୋଲାରପୁରିଆ ନାମକ ଏକ କନଷ୍ଟ୍ରକଶନ କମ୍ପାନୀରେ ୪ମାସ ହେଲା କାର୍ଯ୍ୟ କରୁଥିଲେ। କରୋନା ଆତଙ୍କ ପରେ କମ୍ପାନୀ ବନ୍ଦ ହୋଇଯାଇଛି। ସେମାନେ ୨ମାସର ଦରମା ପାଇ ନ ଥିବା ବେଳେ ଘରକୁ ଫେରିବା ପାଇଁ ଚାହିଁଲେ ବି ଚାରିଆଡେ ବନ୍ଦ ଯୋଗୁ ଓଡ଼ିିଶା ଆସିପାରୁନାହାନ୍ତି। କିଛି ଖାଇବା ପାଇଁ ମିଳୁନାହିଁ। ବାହାରକୁ ବାହାରିଲେ ପୋଲିସ ମାଡ ମାରୁଛି। ତେଣୁ ସେମାନେ ଫେସବୁକରେ ଭିଡିଓ ମାଧ୍ୟମରେ ନିଜର ଦୁଃଖ ଦୁର୍ଦ୍ଦଶା ବଖାଣିବା ସହ ଓଡ଼ିଶା ଫେରାଇଆଣିବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି।
ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ View All

ଦିଲ୍ଲୀ-ଅହମଦାବାଦ ରାଜଧାନୀ ଏକ୍ସପ୍ରେସରେ ୨୦ ଯାତ୍ରୀ କରୋନା ପଜିଟିଭ: ୧୮ଙ୍କ ଠାରେ ନ ଥିଲା କୌଣସି ଲକ୍ଷଣ
ନୂଆଦିଲ୍ଲୀ,୭।୯: କାୟା ମେଲାଉଛି କରୋନା। ଦିଲ୍ଲୀ-ଅହମଦାବାଦ ରାଜଧାନୀ ଏକ୍ସପ୍ରେସରେ ଏବେ ୨୦ ଜଣ ଯାତ୍ରୀ କରୋନାରେ ପୀଡ଼ିତ ଥିବା ଜଣାପଡିଛି। ହେଲେ ଏମାନଙ୍କ ମଧ୍ୟରୁ ୧୮...

ଚିତ୍ରକୋଣ୍ଡାରୁ ମିଳିଲା ମାଓବାଦୀ ପୋଷ୍ଟର
ଚିତ୍ରକୋଣ୍ଡା,୭।୬: ଦୀର୍ଘ ଦିନର ବ୍ୟବଧାନ ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଟନେଲ କ୍ୟାମ୍ପ ମୁଖ୍ୟ ରାସ୍ତାରୁ ସୋମବାର ମାଓବାଦୀଙ୍କ ଏକ ଧମକପୂର୍ଣ୍ଣ ପୋଷ୍ଟର ମିଳିଛି।...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍ପିଙ୍କୁ ଭାଜପାର ଦାବିପତ୍ର
କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

ଆର୍ଏଓ୍ବାଇ ଘର ପ୍ରଦାନ ପାଇଁ ଦାବିପତ୍ର
ବ୍ରହ୍ମପୁର ଅଫିସ,୨୨।୮: ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ୪ ନଂ ଓ୍ବାର୍ଡ ଅନ୍ତର୍ଗତ ପିଚିପିଚା ନଗରର ପ୍ରାୟ ୪୦ ପରିବାରଙ୍କୁ ରାଜୀବ ଆବାସ ଯୋଜନାରେ ଗୃହ ପ୍ରଦାନ...

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା
ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ...

ଭୁବନେଶ୍ୱରରେ ୯ ନୂଆ ପଜିଟିଭ୍ ଚିହ୍ନଟ: ଅଛନ୍ତି ୩ କୋଭିଡ ହସ୍ପିଟାଲ କର୍ମଚାରୀ, ୨ ଲୋକାଲ୍ କେସ୍
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା ,...

ମାନ୍ୟତା ସତ୍ତ୍ୱେ ବିକାଶ ହୋଇପାରିନି
ଖୋର୍ଦ୍ଧା ଅଫିସ,୧ା୪: ଖୋର୍ଦ୍ଧା ଜିଲା ଗଠନ ହେବାର ଇତି ମଧ୍ୟରେ ୨୯ବର୍ଷ ପୂର୍ତ୍ତିହେଲାଣି। ଏହାର ଭୌଗୋଳିକ, ଐତିହାସିକ, ରାଜନୈତିକ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ପର୍ଯ୍ୟାଲୋଚନା କଲେ...

ବିବାହ ପାଇଁ ଆସିଲେନି ବିଧାୟକ: ଅପେକ୍ଷା କରି ଫେରିଲେ ସୁମାଲିକା
ଜଗତ୍ସିଂହପୁର ଅଫିସ, ୧୮ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର...