Posted inଖେଳ

ବେଙ୍ଗାଲୁରୁ ଓ୍ବାଲର୍‌ଡ ୧୦କେ’ରେ ଭାଗ ନେବେ ବିଶ୍ୱ ଚାମ୍ପିୟନ

ବେଙ୍ଗାଲୁରୁ,୧୨ା୫ (ପି.ଟି.)-ଚଳିତ ମାସ ୧୯ରେ ଏଠାରେ ହେବାକୁଥିବା ଟାଟା କନସଲଟେନ୍ସି ସର୍ଭିସେସ୍‌ ଓ୍ବାଲର୍‌ଡ ୧୦କେ ରେସ୍‌ରେ ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ମାରାଥନ ସ୍ବର୍ଣ୍ଣ ବିଜୟିନୀ ବାହାରିନ୍‌ର ରୋଜ୍‌ ଚେଲିମୋ ଅଂଶଗ୍ରହଣ କରିବେ। ବିଭିନ୍ନ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତିଥିବା ୯ ପୁରୁଷ ଓ ୮ ମହିଳା ସମେତ ୧୭ଜଣ ଆଥଲେଟ୍‌ ଏଥିରେ ଭାଗ ନେବେ। ସମସ୍ତଙ୍କୁ ରେସ୍‌ର ଷ୍ଟାର୍ଟିଂ ଲାଇନ୍‌ ଅପ୍‌ରେ ଦେଖିବାକୁ ମିଳିବ। ୧୨ଜଣ ଅନ୍ତର୍ଜାତୀୟ ଏଲିଟ୍‌ ପୁରୁଷ ଆଥଲେଟଙ୍କ ମଧ୍ୟରୁ ୭ଜଣଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୨୦୧୪ରେ କୋର୍ସ ରେକର୍ଡ ପ୍ରତିଷ୍ଠା କରିଥିବା ଜେଫ୍ରି କାମୋରୋର୍‌ଙ୍କଠାରୁ ନିମ୍ନରେ ରହିଛି। ସେହିପରି ୧୦ ଅନ୍ତର୍ଜାତୀୟ ଏଲିଟ୍‌ ମହିଳାଙ୍କ ମଧ୍ୟରୁ ୧୦ଜଣଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଗତ ସଂସ୍କରଣରେ ଆଗନେସ ଟିରୋପ (୩୧:୧୯)ଙ୍କ ଦ୍ୱାରା ପ୍ରତିଷ୍ଠିତ ରେକର୍ଡଠାରୁ ପଛରେ ରହିଛି। କେନିଆର ଟିରୋପ ଏଥର ତାଙ୍କ ଟାଇଟଲ ବଜାୟ ରଖିବା ଉଦ୍ଦେଶ୍ୟରେ ସହରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋମାଳିକାଙ୍କୁ ହରାଇଲେ ପ୍ରିୟଙ୍କା

ଭୁବନେଶ୍ୱର, ୨୫।୨ (ସ୍ପୋଟର୍‌ସ ବ୍ୟୁରୋ)- ପୂର୍ବତନ ବିଶ୍ୱ ତୀରନ୍ଦାଜୀ ୟୁଥ୍‌ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ବିଜୟିନୀ କୋମାଳିକା ବାରିଙ୍କୁ ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ...

ଦିନିକିଆ ଦଳରେ ନଟରାଜନ ସାମିଲ

ସିଡ୍‌ନୀ, ୨୮।୧୧(ପି.ଟି.)- ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ...

ଜାମାଇକା ହାଇ କମିଶନରଙ୍କ ସହ ଭାରତୀୟ ଦଳର ରାତ୍ରଭୋଜନ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳ ଏବେ ଜାମାଇକାରେ ଅଛି। ସେଠାକାର ଭାରତୀୟ ହାଇ କମିଶନର ଏମ୍‌. ସେଭାଲା ନାଏକଙ୍କ ବାସଭବନରେ...

ଟି୨୦ରେ ଗେଲ୍‌ଙ୍କ ନାମରେ ରହିଛି ଏହି ସବୁ ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧୦।୯: ଟି୨୦ କ୍ରିକେଟ୍‌ ଇତିହାସରେ ଯେବେ ମଧ୍ୟ ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କ ବିଷୟରେ ଆଲୋଚନା କରାଯିବ ଓ୍ବେଷ୍ଟଇଣ୍ଡିଜର କ୍ରିସ୍‌ ଗେଲ୍‌ ନିଶ୍ଚିତ ଭାବେ ଏହି ତାଲିକାରେ...

ଅଷ୍ଟ୍ରେଲିଆ ପାଇଁ ବିପଦ ଋଷଭ ପନ୍ଥ-କେ.ଏଲ୍‌: ଅଧିନାୟକ ପେନ୍‌

ମେଲବର୍ନ,୨୫।୧୨: ଡିସେମ୍ବର ୨୬ରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌। ଏହାପୂର୍ବରୁ ଘରୋଇ ଦଳ ନିଜର ହୋମଓ୍ବାର୍କ ଶେଷ କରିଛି। ମ୍ୟାଚ୍‌ ପୂର୍ବ ସନ୍ଧ୍ୟାରେ...

କୋହଲିଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନରେ ୨୩୩ ରନ୍‌ କଲା ଭାରତ

ଆଡିଲେଡ୍‌, ୧୭।୧୨- ଏଠାରେ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ପ୍ରଥମ ତଥା ଦିବା-ରାତ୍ର ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ ଗୁରୁବାର ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ...

ବିସିସିଆଇ ସିଇଓ ଜୋହରିଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬।୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟକାରୀ ଅଫିସର ରାହୁଲ ଜୋହରି ଇସ୍ତଫା ପତ୍ର ଦେଇଛନ୍ତି। ମାତ୍ର ତାଙ୍କ ଇସ୍ତଫାକୁ ଏପର୍ଯ୍ୟନ୍ତ ଗ୍ରହଣ...

କାନ୍ଦିଲେ ସିରାଜ୍‌, କହିଲେ ଯଦି ଆଜି ମୋ ପିତା ଜୀବିତ ଥାନ୍ତେ…

ବ୍ରିସବେନ୍‌,୧୯।୧: ଟେଷ୍ଟ କ୍ୟାରିୟରରେ ପ୍ରଥମ ଥର ପାଇଁ ଇନିଂସରେ ୫ଟି ଉଇକେଟ ନେବା ପରେ ମହମ୍ମଦ ସିରାଜ ଭାବପ୍ରବଣ ହୋଇଛନ୍ତି। ନିଜ ଭାବନା ପ୍ରକାଶ କରିବା...

BGU
Play 250+ Trending Games
Archives

Model This Week

Why Dharitri