Posted inଖେଳ

ବେଙ୍ଗାଲୁରୁ ବୁଲ୍ସ ବିଜୟୀ

ଚେନ୍ନାଇ, ୧୮ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ରେ ଶନିବାର ବେଙ୍ଗାଲୁରୁ ବୁଲ୍ସ ୩୨-୨୧ରେ ତାମିଲ ଥଲାଇଭାସକୁ ହରାଇ ଦେଇଛି। ଏହି ବିଜୟ ଦ୍ୱାରା ଦଳ ୮ଟି ମ୍ୟାଚରୁ ୨୭ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ନେଇଛି। ବେଙ୍ଗାଲୁରୁ ବୁଲ୍ସ ବୁଧବାର ଏହାର ପରବର୍ତ୍ତୀ ମ୍ୟାଚ ପୁନେରୀ ପଲ୍‌ଟନ ବିପକ୍ଷରେ ଖେଳିବ, ଯେଉଁ ଦଳ ପଏଣ୍ଟ ଟେବୁଲର ଅନ୍ତିମ ସ୍ଥାନରେ ରହିଛି। ଶନିବାର ବେଙ୍ଗଲ ଓ୍ବାରିୟର୍ସ ଏବଂ ଦବଙ୍ଗ ଦିଲ୍ଲୀ ମଧ୍ୟରେ ଅନୁଷ୍ଠିତ ଏକ ମ୍ୟାଚ ୩୦-୩୦ରେ ଟାଇ ଭାବେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri