Posted inଜାତୀୟ

ବେଙ୍ଗାଲୁରୁ ରେଳ ପ୍ରୋଜେକ୍ଟ ଉଦ୍‌ଘାଟନ କଲେ ଶ୍ରମିକଙ୍କ ଝିଅ

ବେଙ୍ଗାଲୁରୁ,୧୧।୧୧: ବେଙ୍ଗାଲୁରୁରେ ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଦକ୍ଷିଣ-ପଶ୍ଚିମ ରେଳ ବିଭାଗ ଦ୍ୱାରା ଏକ ପ୍ରୋଜେକ୍ଟ ଉଦ୍‌ଘାଟନ କରାଯାଇଥିଲା। ଯାହାକୁ ମନ୍ତ୍ରୀ, ଅଧିକାରୀ କି କୌଣସି ସେଲିବ୍ରିଟି ନୁହେଁ, ଜଣେ ଶ୍ରମିକଙ୍କ ଝିଅ ଏହାକୁ ଉଦଘାଟନ କରିଥିଲେ। ବେଙ୍ଗାଲୁରୁ ସେଣ୍ଟ୍ରାଲ୍‌ ଏମପି ପି.ସି ମୋହନ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିଲା। ଏହି ସମୟରେ ଅଯୋଧ୍ୟା ରାୟ ଆସିବାର ଥିବାରୁ ସେଠାରେ ଧାରା ୧୪୪ ଜାରି କରାଯାଇଥିଲା। ତେଣୁ ଏମ୍‌ପି ଉଦଘାଟନ ସମାରୋହରେ ସାମିଲ ହୋଇପାରି ନ ଥିଲେ। କୌଣସି ଜଣେ ସାଧାରଣ ଲୋକ ଏହାକୁ ଉଦଘାଟନ କରୁ ବୋଲି ସେ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକୁ ମାନି ରେଳ ଅଧିକାରୀମାନେ ୧୦ ବର୍ଷୀୟ ବେଗମ୍ମାଙ୍କୁ ବାଛିଥିଲେ। ବେଗମ୍ମାଙ୍କ ପିତା ଏହି ରେଳ ପ୍ରୋଜେକ୍ଟରେ ଜଣେ ଶ୍ରମିକ ଭାବେ କାମ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ପର୍ଯ୍ୟନ୍ତ ବଢ଼ିଲା ମାଗଣା ରାଶନ ଯୋଜନା…

ନୂଆଦିଲ୍ଲୀ, ୨୮।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଅପରେଶନ ମେଘଚକ୍ର, ୨୦ ରାଜ୍ୟର ୫୬ ଅଞ୍ଚଳରେ ସିବିଆଇ ଚଢ଼ାଉ…

ନୂଆଦିଲ୍ଲୀ, ୨୪।୯ : ଅନଲାଇନରେ ଶିଶୁ ଯୌନ ଶୋଷଣ ସାମଗ୍ରୀ ମାମଲାରେ ୨୦ ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୫୬ ଅଞ୍ଚଳରେ ସିବିଆଇ ଚଢ଼ାଉ...

ତିହାର ଜେଲରେ ଚିତ୍ରା ରାମକ୍ରିଷ୍ଣାଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୨୫।୫: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ପରିଚାଳନା ନିର୍ଦ୍ଦେଶିକା ଚିତ୍ରା ରାମକ୍ରିଷ୍ଣାଙ୍କୁ ମଙ୍ଗଳବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ତିହାର...

ତ୍ରିପୁରାରେ ଭାଜପା ୫୫, ସହଯୋଗୀ ଆଇପିଏଫଟି ୫ ଆସନରେ ଲଢିବେ ନିର୍ବାଚନ, ପ୍ରାର୍ଥିପତ୍ର ଦାଖଲ ପାଇଁ ରହିଛି ମାତ୍ର ଦୁଇଦିନ

ଅଗରତାଲା,୨୯ ।୧: ଭାରତୀୟ ଜନତା ପାର୍ଟି(ଭାଜପା) ତ୍ରିପୁରାରେ ଅଗାମୀ ୧୬ ଫେବୃୟାରୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ପୁରୁଣା ସହଯୋଗୀ ଇଣ୍ଡିଜେନସ ଫିପୁଲ୍ସ ଫ୍ରଣ୍ଟ...

ହଂସଖାଲି ଗଣବଳାତ୍କାର, ହତ୍ୟା: ତେଜିଲା ରାଜନୀତି

କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗର ନଦୀୟା ଜିଲା ହଂସଖାଲିରେ ଜଣେ ୧୪ ବର୍ଷୀୟା ଝିଅଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯିବା ମାମଲାରେ ରାଜନୀତି ସରଗରମ ହେବାରେ ଲାଗିଛି। ବିରୋଧୀ...

ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୪: ଗୋଟିଏ ପଟେ କରୋନା ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନର ଅବଧି ସରି ସରି ଆସୁଥିବା ବେଳେ ଅନ୍ୟପଟେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ...

ଭାରତୀୟ ସେନାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସାନ ଭାଇଙ୍କୁ ପଦୋନ୍ନତି

ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସାନ ଭାଇ ଶୈଳେନ୍ଦ୍ର ମୋହନ ବିଷ୍ଟଙ୍କ ଭାରତୀୟ ସେନାରେ ପଦୋନ୍ନତି ହୋଇଛି। ସେ ଏବେ ସୁବେଦାର ମେଜର ହୋଇଛନ୍ତି।...

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ...

Advertisement
Archives

Model This Week