ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ

ବରଗଡ଼ ଅଫିସ୍‌,୨୫।୪
ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା । ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସ୍ବର୍ଗତ ଦାସ ବେଣୁବାବାଙ୍କ ଉତ୍ତରାଧିକାରୀ ଥିଲେ ଏବଂ ପଶ୍ଚିମ ଓଡ଼ଶା ସମେତ ସବୁଆଡ଼େ ବେଶ୍‌ ଜଣାଶୁଣା ଥିଲେ । ତାଙ୍କ ପରଲୋକରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri