ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ

ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଦୋଷୀ ଯୁବକ ଜଣକ ହେଲେ ଜାମିନୀକାନ୍ତ ମହାନ୍ତ । ୨୦୧୮ ରେ ବେତନଟୀ ଥାନା ଅଞ୍ଚଳରେ ଏହି ବଳାତ୍କାର ଓ ହତ୍ୟା ଘଟଣା ଘଟିଥିଲା। ଜଣେ ନାବାଳିକାଙ୍କୁ ରଜଦୋଳି ବୁଲାଇ ନେଇ ଜାମିନୀକାନ୍ତ ଏକ ନିଛାଟିଆ ସ୍ଥାନରେ ପ୍ରଥମେ ବଳାତ୍କାର ଓ ପରେ ଘଟଣା ପ୍ରଘଟ ହେବା ଆଶଙ୍କାରେ ସମ୍ପୃକ୍ତ ନାବାଳିକାଙ୍କୁ ହତ୍ୟା କରି ରାସ୍ତାକଡରେ ଫିଙ୍ଗି ଦେଇ ପଳାଇ ଯାଇଥିଲେ। ନାବାଳିକାଙ୍କ ପରିବାରଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଜାମିନୀକାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ଧକ୍କା ଦେଇ ବାଇକ୍‌ ଆରୋହୀ ମୃତ

ମାଲକାନଗିରି,୨୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମୁକିମାଡକା ଗ୍ରାମ ନିକଟରେ ଜଣେ ବାଇକ୍‌ ଆରୋହୀ ଏକ ଟ୍ରକ୍‌ ପଛକୁ ଧକ୍କା ଦେଇ ଘଟଣା ସ୍ଥଳରେ...

ବାଧକ ସାଜିଛି ନାରମୁଣ୍ଡା ନାଳ, ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ଝରିଗାଁ,୭।୮(ସ୍ବ.ପ୍ର.): ସ୍କୁଲକୁ ଯିବାକୁ ରାସ୍ତାଘାଟ ନାହିଁ, ପାଠ ପଢ଼ିବାକୁ ଇଚ୍ଛା ଥିଲେ ମଧ୍ୟ ନିୟମିତ ବିଦ୍ୟାଳୟକୁ ଯିବା ନେଇ ବାଧକ ସାଜିଛି ନାରମୁଣ୍ଡା ନାଳ। ବର୍ଷା...

କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା

ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ...

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-ଆନନ୍ଦପୁର ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଙ୍ଗଳବାର ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନଜୀବୀଙ୍କ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘର ସଭାପତି ସଞ୍ଜୟ...

ଭଦ୍ରକର ନୂଆ ବ୍ଲକ୍‌କୁ ଡେଇଁଲା କରୋନା: ଜିଲାରେ ପୁଣି ୪ କରୋନା ପଜିଟିଭ୍‌

ଭଦ୍ରକ ଅଫିସ, ୨୪।୪- ଶୁକ୍ରବାର ଭଦ୍ରକରେ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପୂର୍ବରୁ ଭଦ୍ରକ ସହର...

ବିନା ଆକ୍ସନ ପ୍ଲାନରେ ଚାଲିଛି ପୌରପାଳିକା: ଉନ୍ନୟନ ଅର୍ଥ ଭରଣା ନେଇ ପ୍ରଶ୍ନବାଚୀ

ଅନୁଗୋଳ ଅଫିସ, ୨୦।୭ – ବିନା ଆକ୍ସନ ପ୍ଲାନରେ ଚାଲିଛି ଅନୁଗୋଳ ପୌରପାଳିକା। ୪ମାସ ତଳୁ ଆୟ ବ୍ୟୟ ଖସଡ଼ା ସହ ଆକ୍ସନ ପ୍ଲାନ ପ୍ରସ୍ତୁତ...

ହୃଦରୋଗ ଚିକିତ୍ସା ପାଇଁ ୪୩ ଶିଶୁ ଭୁବନେଶ୍ୱର ଗଲେ

ବରଗଡ଼ ଅଫିସ୍‌,୨୦।୭ ବରଗଡ଼ ଜିଲାର ୪୩ଜଣ ଶିଶୁଙ୍କୁ ହୃଦରୋଗ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଶ୍ରୀ ସାଇ ଜନନୀ କ୍ୟାମ୍ପସକୁ ପ୍ରେରଣ କରାଯାଇଛି ।...

ଝାରସୁଗୁଡ଼ା-ବରଗଡ଼କୁ ସଂଯୋଗ କରିବ ୩ କି.ମି. ଲମ୍ବା ହାଇ ଲେବଲ୍‌ ବ୍ରିଜ୍‌

ନୂଆଦିଲ୍ଲୀ/ଝାରସୁଗୁଡ଼ା ଅଫିସ: ୮।୪: ଝାରସୁଗୁଡା ଜିଲାକୁ ପଡୋଶୀ ବରଗଡ଼ ଜିଲା ସହିତ ସଂଯୋଗୀକରଣ କରିବା ପାଇଁ ମହାନଦୀ ଉପରେ ଏକ ହାଇଲେବଲ ବ୍ରିଜ୍‌ ନିର୍ମାଣ ପ୍ରସ୍ତାବକୁ...

Advertisement
Archives

Model This Week