ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ୩୫ ଶିକ୍ଷକଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେଦାନ୍ତ ଆଲୁମିନିୟମ୍‌ ପକ୍ଷରୁ ଲାଞ୍ଜିଗଡଠାରେ ବ୍ଲକର ୬ ପଞ୍ଚାୟତର ୩୫ ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ବ୍ଲକର ଲାଞ୍ଜିଗଡ଼, ବସନ୍ତପଡ଼ା, ବାତେଲିମା, ଜଗନ୍ନାଥପୁର, ଛତ୍ରପୁର ଏବଂ ଚମ୍ପାଦେଇପୁରର କୃତୀ ଶିକ୍ଷକଙ୍କୁ ସମ୍ମାନଜନକ ଶିଲ୍‌ ପ୍ରଦାନ କରାଯାଇଛି। ଏହି ଅବସରରେ ବେଦାନ୍ତ ଆଲୁମିନିୟମ୍‌ ଲାଞ୍ଜିଗଡ଼ ୟୁନିଟ୍‌ର ମୁଖ୍ୟ ପରିଚାଳନା ଅଧିକାରୀ ରାକେଶ ମୋହନ ଶିକ୍ଷା ଆମର ମାନସିକ ତଥା ଆତ୍ମାର ବିକାଶ କରିଥାଏ। ଶିକ୍ଷକ ସମାଜର ଆଲୋକବର୍ତ୍ତିକା ସଦୃଶ। ଶିକ୍ଷକ ଶିକ୍ଷାର୍ଥୀଙ୍କୁ ଜ୍ଞାନର ଆଲୋକ ପ୍ରଦାନ କରାଇଥାନ୍ତି। ଲାଞ୍ଜିଗଡ ଜନସାଧାରଣଙ୍କର ବିକାଶ ପାଇଁ ବେଦାନ୍ତ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?