ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ ତାଗିଦକୁ ଅମାନ୍ୟ କରିବା ସହିତ ରାଜସ୍ବ ଫାଙ୍କି ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ନିମନ୍ତେ ପ୍ରତ୍ୟେକ ଦିନ ଶହଶହ ଟ୍ରିପ୍‌ ମୋରମ ଚାଲାଣ କରାଯାଉଛି । କୌଣସି ଖବର ପାଇ ଛେଣ୍ଡିପଦା ତହସିଲଦାର ଗୁରୁବାର ବିଳମ୍ବିତ ରାତିରେ ଜରପଡ଼ା ପୋଲିସ ସହାୟତାରେ ଦୁର୍ଗାପୁର ନିକଟରେ ଥିବା ମୋରମ ଖଣି ଉପରେ ଚଢାଉ କରିବା ୩ଟି ହାଇୱା ଜବତ କରିଛନ୍ତି। ଉକ୍ତ ସ୍ଥାନରୁ କେତେ ପରିମାଣର ମୋରମ ଚାଲାଣ କରାଯାଇଛି ସେନେଇ ଜରପଡା ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆସିବା ପରେ ଜରିମାନା ଆଦାୟ କରାଯିବ ବୋଲି ତହସିଲଦାର ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଗତ ୧୬।୧୧।୨୦୧୯ ରିଖରେ ଶୁକ୍ରବାର ବେଆଇନ ମୋରମ ଚାଲାଣ ହେଉଥିବା ଖବର ପାଇ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ଚଢାଉ କରି ହାଇୱା ଜବତ କରିବା ସହିତ ରାଜପଥ ସଂପ୍ରସାରଣ କରୁଥିବା ଠିକାସଂସ୍ଥାକୁ ଜରପଡ଼ା ରାଜସ୍ବ ନିରୀକ୍ଷକଙ୍କ ରିପୋର୍ଟକୁ ଆଧାର କରି ୫ ଲକ୍ଷ ଜରିମାନା କରାଯାଇଥିଲା। ରାଜସ୍ବ ଫାଙ୍କିବା ପାଇଁ ରାଜପଥ ଦୋହରୀକରଣ ସଂସ୍ଥା ଦିନରେ ମୋରମ ଚାଲାଣ ନ କରି ରାତିରେ କରୁଛି। ଅନ୍ୟପକ୍ଷରେ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବା ସହିତ ଆଗାମୀ ଦିନରେ ଚୋରା ବାଲି ଓ ମୋରମ ଖଣି ଉପରେ ଚଢ଼ାଉ କରାଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri