ବେକାରୀ ସମସ୍ୟା ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼ ଅଫିସ, ୨୦।୨: ରାଜ୍ୟରେ ବେକାରୀ ସମସ୍ୟା ବଢ଼ିଚାଲିଥିବା ନେଇ ଭାଜପା ଉଦ୍‌ବେଗ ପ୍ରକାଶ କରିଛି। ରାଜ୍ୟରେ ବେରୋଜଗାର ବଢ଼ିଚାଲିଥିବା ନେଇ ଭାଜପା ଉଦ୍‌ବେଗ ପ୍ରକାଶ କରିଛି। ଏହାର ପ୍ରତିବାଦରେ ଗୁରୁବାର ବରଗଡ଼ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ଜିଲାପାଳ ଅଫିସ ପରିସରରେ ବିକ୍ଷୋଭ ପ୍ରଦର୍ଶନ ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ସ୍ମାରକପତ୍ର ଗ୍ରହଣ କରିଛନ୍ତି। ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ପ୍ରୀତେଶ ବହିଦାର, ସାଧାରଣ ସମ୍ପାଦକ ଟିକୁ ବେହେରାଙ୍କ ନେତୃତ୍ୱରେ ହୋଇଥିବା ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଅମିତ ପଣ୍ଡା, ପରୀକ୍ଷିତ ଛତର, ସୁନୀଲ ଶର୍ମା ପ୍ରମୁଖଙ୍କ ସମେତ ବହୁସଂଖ୍ୟକ ଯୁବମୋର୍ଚ୍ଚା କର୍ମୀ ଅଂଶଗ୍ରହଣ କରିଥିଲେ। ସେହିପରି ଭାଜପା ନେତା ସୁକାନ୍ତ ଦାଶ, ସୁବ୍ରତ ହୋତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍‌ସି ପକ୍ଷରୁ ହୋମ ଡେଲିଭରି ସେବା

କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍‌ଡାଉନ୍‌ ସମୟରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ...

ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ: ମତୁଆଲଗୁଡା ଚାମ୍ପିୟନ

ଜୁନାଗଡ,୬।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗଁାରେ ଗତ ନଭେମ୍ବର ୨୫ତାରିଖଠାରୁ ଚାଲିଥିବା ମା’ ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ...

ବଗପାଟିଆ କଲୋନୀରେ ୨୪୭ ପରିବାର ଥଇଥାନ ପାଇଁ ଜମି ଚିହ୍ନଟ

ରାଜନଗର,୫ା୮(ଡି.ଏନ.ଏ.): ବଙ୍ଗୋପସାଗର ଆଁ ମୁହଁରେ ଥିବା ରାଜନଗର ବ୍ଲକ ସାତଭାୟାର ୫୭୧ ପରିବାରକୁ ବଗପାଟିଆଠାରେ କଲୋନୀରେ ଥଇଥାନ କରାଯାଇଛି। ଅନ୍ୟପକ୍ଷେ ୨୪୭ ପରିବାର ଏବେବି ଥଇଥାନ...

ଆଦିବାସୀଙ୍କ ଅଧିକାରକୁ ଉଚ୍ଛେଦ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ

ସୁନ୍ଦରଗଡ଼,୧୦ା୮(ଡି.ଏନ.ଏ.): ପ୍ରକୃତିର ପ୍ରଥମ ସନ୍ତାନ ତଥା ଦେଶର ମୂଳନିବାସୀ କୁହାଯାଉଥିବା ଆଦିବାସୀଙ୍କ ଆଦିବାସୀତ୍ୱ ଏବଂ ସାମ୍ବିଧାନିକ ଅଧିକାରକୁ ଛଡ଼ାଇନେବାକୁ ଉଦ୍ୟମ କଲେ ପରିସ୍ଥିତି ଭୟାବହ ହେବ...

୨ ଶିକାରୀ ଗିରଫ,ବନ୍ଧୁକ ଜବତ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଓଗାଁ ରେଞ୍ଜ ହରିଚନ୍ଦନପୁର ସେକ୍ସନ ଅଧୀନସ୍ଥ ରେବଣା ସଂରକ୍ଷିତ ପିଠାଗୋଳା-ମରାଗୋଳା ମଧ୍ୟବର୍ତ୍ତୀ ଜଙ୍ଗଲରେ ଚଢ଼ାଉ କରି ବନ ବିଭାଗ ୨ ଶିକାରୀଙ୍କୁ...

ଖବରଦାତାଙ୍କୁ ଦୁର୍ବ୍ୟବହାର, ହତ୍ୟା ଧମକ

ଝାରସୁଗୁଡା ଅଫିସ,୨୦।୪: ଝାରସୁଗୁଡା ଜିଲାରେ କାର୍ଯ୍ୟରତ ଜଣେ ଖବରଦାତାଙ୍କୁ ବେଆଇନ ଭାବେ ବ୍ୟବସାୟ କରୁଥିବା କିଛି ଇଟା ଭାଟି ମାଲିକ ଦୁର୍ବ୍ୟବହାର ଓ ହତ୍ୟା ଧମକ...

ପୋଲିସକୁ ଚୋର ଭାବି ପିଟିଲେ ଗ୍ରାମବାସୀ

କୋରାପୁଟ/ମାଲକାନଗିରି,୧୫ା୫(ସ୍ବ.ପ୍ର./ଡି.ଏନ.ଏ.): ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ରାତିରେ ଧରିବାକୁ ଯାଇଥିବା ମାଲକାନଗିରି ପୋଲିସକୁ ସ୍ଥାନୀୟ ଗ୍ରାମବାସୀ ଚୋର ଭାବି ଆକ୍ରମଣ କରିଛନ୍ତି। କୋରାପୁଟ ଜିଲା ମାଛକୁଣ୍ଡ ଥାନା...

ପାହାଡ଼ ପାଦଦେଶରେ ପୂଜା ପାଉଛନ୍ତି ମା’ଗଡ଼ଚଣ୍ଡୀ

ହାଟଡିହୀ, ୨।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ଅବସ୍ଥିତ ମା’ ଗଡଚଣ୍ଡୀଙ୍କ ମନ୍ଦିର। ସାକ୍ଷାତ ଦେବୀ ରୂପେ ମା’ ଗଡଚଣ୍ଡୀ କେଉଁ ଆବହମାନ କାଳରୁ...

Advertisement
Archives

Model This Week