ବେଲପଡ଼ା ଛକ ନିକଟରେ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ୧ ଆହତ

ଖୋର୍ଦ୍ଧା ଅଫିସ,୨୧।୮: ୧୬ନଂ ଜାତୀୟ ରାଜପଥ ବେଲପଡ଼ା ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଡ୍ରାଇଭର ଟାଙ୍ଗୀ ଅଞ୍ଚଳର ମୁନା ପାତ୍ର ଓ ଚଣ୍ଡେଶ୍ୱର ଅଞ୍ଚଳର ହେଲ୍‌ପର ସୁଦର୍ଶନ ବେହେରା। ତେବେ ଆହତଙ୍କର ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବାଣପୁର ପୋଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଅଧିକ ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ, ବେଲପଡ଼ା ଛକ ନିକଟରେ ଏକ ପଥର ବୋଝେଇ ଟ୍ରକ ଖରାପ ହୋଇ ରାସ୍ତା କଡ଼ରେ ଛିଡ଼ା ହୋଇଥିଲା। ଟ୍ରକ୍‌କୁ ଡ୍ରାଇଭର ଓ ହେଲ୍‌ପର ଜଗି ରହିଥିବା ବେଳେ ପଛପଟୁ ଏକ ଧାନ ବୋଝେଇ ଟ୍ରକ୍‌ ଆସି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri