ବେଲପାହାଡ଼ ଆକ୍ସିସ୍‌ ବ୍ୟାଙ୍କରେ ସଶସ୍ତ୍ର ଡକାୟତି: ବନ୍ଧୁକ ଦେଖାଇ ଲୁଟିନେଲେ ୧୪ ଲକ୍ଷ

ବେଲପାହାଡ଼,୪।୯(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ସହରାଞ୍ଚଳ ଗୁମାଡ଼େରାସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଶାଖାରେ ବୁଧବାର ମଧ୍ୟାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଲୁଟେରା ବନ୍ଧୁକ ଦେଖାଇ ବ୍ୟାଙ୍କ କ୍ୟାଶ କାଉଣ୍ଟରରୁ ୧୪ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପରେ ଲୁଟେରାମାନେ ଏକ ନମ୍ବର ବିହୀନ ଧଳାରଙ୍ଗର ସ୍କର୍ପିଓ ଗାଡ଼ିରେ ଫେରାର ହୋଇଯାଇଛନ୍ତି। ଲୁଟେରାମାନଙ୍କ ଆକ୍ରମଣରେ ବ୍ୟାଙ୍କ ମ୍ୟାନେଜର ଆହତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ୱିପ୍ରହରେ ୫ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌

କୁଳିଅଣା,୨୩।୬ (ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବଜାରରେ ଥିବା ମା’ ତାରିଣୀ ଜୁଏଲର୍ସ ଦୋକାନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଛି। ଶନିବାର...

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ...

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ...

ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି

ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି...

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା...

ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର

ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି...

ଗଛରୁ ଟାଣିଆଣି ଝୁଣିଲା ଭାଲୁ

ନୂଆପଡ଼ା ଅଫିସ,୬।୫: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା କୋଦୋପାଲି ଗାଁର ଯୁବକ ଯୁଗଳ ବରିହା (୪୦) କେନ୍ଦୁପତ୍ର ତୋଳୁଥିବା ବେଳେ ଭାଲୁ ଆକ୍ରମଣରେ ଗୁରୁତର...

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି

ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି...

Advertisement
Archives

Model This Week