Posted inଖେଳ

ବେଲି ଅଷ୍ଟ୍ରେଲିଆ କ୍ରିକେଟ ଚୟନକାର୍ତ୍ତା

ସିଡ୍‌ନୀ,୨୭।୧୧(ଏଏଫ୍‌ପି): ପୂର୍ବତନ ଟି୨୦ ଦଳର ଅଧିନାୟକ ଜର୍ଜ ବେଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଚୟନକର୍ତ୍ତା ପଦରେ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ୩ ଜଣିଆ ଜାତୀୟ ଚୟନ କମିଟିରେ ଅବସରପ୍ରାପ୍ତ ଗ୍ରେଗ ଚାପେଲଙ୍କ ସ୍ଥାନ ନେଇଛନ୍ତି। ଟ୍ରେଭର ହୋନ୍ସଙ୍କ ଅଧ୍ୟକ୍ଷତାରେ ଚୟନ କମିଟିରେ ଅଛନ୍ତି ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗର। ଜଣେ ଖେଳାଳି ଭାବେ ଅଷ୍ଟ୍ରେଲିଆ କ୍ରିକେଟରେ ଯୋଗଦାନ କରିପାରିଥିବାରୁ ମୁଁ ନିଜକୁ ଭାଗ୍ୟବାନ ମନେକରୁଛି। ଏବେ ଚୟନକର୍ତ୍ତା ପଦବୀରେ କାର୍ଯ୍ୟ କରିବାକୁ ସୁଯୋଗ ମିଳିବା, ମୋ ପାଇଁ ସମ୍ମାନର ବିଷୟ ବୋଲି ବେଲି କହିଛନ୍ତି। ୩୭ ବର୍ଷୀୟ ବେଲି ୫ ଟେଷ୍ଟ ସହ ୯୦ ଦିନିକିଆ ଓ ୩୦ ଟି୨୦ ଖେଳିଛନ୍ତି। ସେ ଟାସମାନିଆ ଓ ମେଲବୋନର୍‌ସ ଷ୍ଟାର ପାଇଁ ଖେଳୁଛନ୍ତି। ପ୍ରଥମ ଶ୍ରେଣୀ କ୍ରିକେଟରେ ବର୍ତ୍ତମାନ ସେ ୧୦ ହଜାର ରନ୍‌ ପୂରଣ କରିବାଠାରୁ ମାତ୍ର ୧୨ ରନ୍‌ ଦୂରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ନିଲାମରେ ସବୁଠାରୁ ମହଙ୍ଗା ଭାରତୀୟ ଖେଳାଳି ପାଲଟିଲେ ଏହି କ୍ରିକେଟର; ଯୁବରାଜଙ୍କୁ କାଟିଲେ

ବେଙ୍ଗାଲୁରୁ,୧୨।୨: ଆଇପିଏଲ୍‌ ନିଲାମରେ ସବୁଠାରୁ ମହଙ୍ଗା ଭାରତୀୟ ଖେଳାଳି ପାଲଟିଛନ୍ତି ୨୩ ବର୍ଷୀୟ ଉଇକେଟକିପର ଈଶାନ କିଶନ। ତାଙ୍କୁ ୧୫.୨୫ କୋଟି ଟଙ୍କା ଖର୍ଚ୍ଚ କରି...

ମେଡିକାଲ ପ୍ରଫେସନାଲଙ୍କୁ ସ୍ବର୍ଣ୍ଣ ପଦକ ଅଫର କଲେ ମାରିନ

ମାଡ୍ରିଡ, ୭।୭: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ପେନ୍‌ରେ ଉଦ୍ୟମ ଜାରି ରହିଛି। ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ମେଡିକାଲ ପ୍ରଫେସନାଲଙ୍କୁ...

ଦ୍ୱିତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ବିଜୟୀ

ଜୋହାନ୍ସବର୍ଗ,୧୩ା୪-ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଫଳରେ ଦୁଇ ଦଳ...

ମନ ଭାଙ୍ଗିଦେଲା ବର୍ଷା

ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି...

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ...

ଲକ୍ଷ୍ୟ ଏସିଆନ ଜୁନିୟର

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୭ମ ଦିବସରେ ଓଡ଼ିଶାକୁ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ...

ପରାଜୟରୁ ବର୍ତ୍ତିଲା ଇଷ୍ଟବେଙ୍ଗଲ

ଲୁଧିଆନା, ୭ା୧୨ (ପି.ଟି.)-ପଞ୍ଜାବ ଏଫ୍‌ସି ବିପକ୍ଷ ଆଇ-ଲିଗ୍‌ ମ୍ୟାଚରେ ଇଷ୍ଟ ବେଙ୍ଗଲ ପରାଜୟରୁ ଅଳ୍ପକେ ବର୍ତ୍ତିଯାଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏହି...

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ...

Advertisement
Archives

Model This Week