ବେଳାଭୂମିରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବାଲିଆପାଳ, ୨୭ା୭(ଡି.ଏନ.ଏ.)-ବାଲିଆପାଳ ଥାନା ଡଗରା ବେଳାଭୂମିରେ ଶୁକ୍ରବାର ପାନ୍ଥ ନିବାସର ପଶ୍ଚିମପଟ ଝାଉଁଜଙ୍ଗଲରେ ଏକ ଅଜଣା ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି ା ପାଖାପାଖି ଦୁଇଟି ଝାଉଁଗଛରେ ଦୁଇ ଜଣ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ା ପ୍ରେମୀଯୁଗଳଙ୍କ ମଧ୍ୟରୁ ଝିଅ ପିଲାଟି ପିନ୍ଧିଥିବା ଡ୍ରେସରୁ ଏକ କଲେଜ ଛାତ୍ରୀ ବୋଲି ଜଣାପଡିଛି। ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇପାରିନାହିଁ। ଶନିବାର ଏହାର ତଦନ୍ତ କରାଯିବ ବୋଲି ଜାମକୁଣ୍ଡା ଫାଣ୍ଡି ଅଧିକାରୀ ଶାରଦା ପ୍ରସନ୍ନ ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri