ବେଶ୍‌ ଉପକାରୀ କଦଳୀ ଚୋପା

କଞ୍ଚା ଅବା ପାଚିଲା କଦଳୀ ଉଭୟର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଅଧିକାଂଶ କ୍ଷେତ୍ରରେ କଦଳୀ ଖାଇବା ପରେ ଚୋପାକୁ ଫିଙ୍ଗି ଦିଆଯାଏ। କିନ୍ତୁ ଜାଣନ୍ତି, କଦଳୀ ଚୋପାରେ ଭରପୂର୍‌ ମାତ୍ରାରେ ନ୍ୟୁଟ୍ରିଏଣ୍ଟ୍‌ସ ଥାଏ, ଯାହା ଓଜନ ହ୍ରାସ କରିବା ସହ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଏହାଛଡ଼ା କଦଳୀ ଚୋପାରେ ଭିଟାମିନ୍‌ ବି-୬ ଏବଂ ବି-୧୨ ବ୍ୟତୀତ ମିନେରାଲ୍ସ, ପୋଟାସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଥାଏ। ଏହା ଫାଇବର୍‌ର ସବୁଠୁ ଭଲ ଉତ୍ସ, ଯାହା ପାଚନକ୍ରିୟାକୁ ଠିକ୍‌ ରଖିବାରେ ସାହାଯ୍ୟ କରେ। ବିଭିନ୍ନ ଗବେଷଣାରୁ ଜଣାପଡ଼ିଛି, କଦଳୀ ଚୋପାରେ ସେରୋଟନିନ୍‌ ନାମକ ପଦାର୍ଥ ଥାଏ, ଯାହା ଅବସାଦ ଉପରେ ନିୟନ୍ତ୍ରଣ ଆଣିବାରେ ସହାୟକ ହୁଏ। ଏମିତି କଦଳୀ ଚୋପାରେ ଟ୍ରିପ୍‌ଟୋଫନ୍‌ ନାମକ ପଦାର୍ଥ ମିଳିଥାଏ, ଯାହା ଏକ ପ୍ରକାରର ଆମିନୋ ଏସିଡ୍‌। ରାତିରେ ଭଲ ନିଦ୍ରା କରିବାରେ ଏହା ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। କଦଳୀ ଚୋପା ବ୍ୟବହାର କରିବା ପୂର୍ବରୁ କିଛି କଥା ଧ୍ୟାନ ଦେବାକୁ ପଡ଼ିଥାଏ। ଜାପାନୀ ସାଇଣ୍ଟିଫିକ୍‌ ରିସର୍ଚ୍ଚ ମୁତାବକ, ପାଚିଲା କଦଳୀ ଚୋପାରେ ଆଣ୍ଟି କ୍ୟାନସର୍‌ ଗୁଣ ଥାଏ, ଯାହା ଶ୍ୱେତ ରକ୍ତକଣିକାର ଉପତ୍ାଦନ ବୃଦ୍ଧି କରିବାରେ ସାହାଯ୍ୟ କରେ। ଯଦି ଆହାରରେ ଏହାକୁ ସାମିଲ କରନ୍ତି, ତେବେ ନରମ କରିବାକୁ ୧୦ ମିନିଟ୍‌ ପର୍ଯ୍ୟନ୍ତ ପାଣିରେ ସିଝାନ୍ତୁ। ପରେ ସେବନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri