ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ଯେ କେତେ ଉପକାରୀ ତାହା କାହାକୁ ମାଲୁମ୍‌ ନ ଥାଏ। ଜାଣି ଆଶ୍ଚର୍ଯ୍ୟ ହେବେ, ତୁଳସୀ ଚେର ବିଭିନ୍ନ ପ୍ରକାର ଶାରୀରିକ ସମସ୍ୟାରୁ ନିଦାନ ଦେଇଥାଏ। କିନ୍ତୁ ଆୟୁର୍ବେଦ ଏବଂ ଚୀନ୍‌ ଔଷଧୀୟ ବିଜ୍ଞାନରେ ତୁଳସୀ ଚେରକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମହୌଷଧି ଭାବେ ବିବେଚନା କରାଯାଇଛି। ତୁଳସୀ ଚେରରେ ଥିବା ଆଣ୍ଟିଇନ୍‌ଫ୍ଲାମେଟରୀ ଗୁଣ ଶରୀରର ଯେକୌଣସି ଅଂଶରେ ଯନ୍ତ୍ରଣା ଏବଂ ଫୁଲା ସମସ୍ୟାକୁ ଦୂର କରିଥାଏ। ଏହାକୁ ଡାଇରିଆ ଭଲ କରିବାରେ ମଧ୍ୟ ଉପଯୋଗ କରାଯାଏ। ତୁଳସୀ ଚେରରେ ମହଜୁଦ୍‌ ଫ୍ଲାବୋନଏଡ୍‌ ଏବଂ ଫେନୋଲିକ୍‌ ତତ୍ତ୍ୱ ଶରୀରର ରୋଗପ୍ରତିରୋଧକ କ୍ଷମତାକୁ ବୃଦ୍ଧି କରିଥାଏ। ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଗୁଣ ଶରୀରର କୋଷିକାକୁ ସୁସ୍ଥ ରଖିବା ସହ କ୍ଷତିଗ୍ରସ୍ତ ହେବାରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ସାମାନ୍ୟ ଅଭ୍ୟାସ କରିଦିଏ ଦରିଦ୍ର

ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି...

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ...

ଅସନ୍ତୁଳିତ ଖାଦ୍ୟ ଓ ଡାଇବେଟିସ୍‌

ଆଜିକାଲି ଅସନ୍ତୁଳିତ ଖାଦ୍ୟ ଏବଂ ଜୀବନଶୈଳୀ ଡାଇବେଟିସ ବା ମଧୁମେହ ରୋଗ ସୃଷ୍ଟି କରିବାରେ ଅନେକାଂଶରେ ଦାୟୀ। ଅନେକ ସମୟରେ କେତେକ ଡାଇବେଟିସ ରୋଗୀ ନିଜର...

ବର୍ଷାଦିନେ ମହିଳାଙ୍କ ଟେନଶନ୍‌, କ’ଣ ପିନ୍ଧିବେ

ବର୍ଷାଦିନେ ମହିଳାଙ୍କ ଟେନଶନ୍‌ ବଢ଼ିଯାଏ ଯେ କ’ଣ ପିନ୍ଧିବେ ଓ ପିନ୍ଧିବେନି। ଯାହା ସେମାନଙ୍କୁ ଷ୍ଟାଇଲିଶ୍‌ କରିବା ସହିତ ଫ୍ୟାଶନ୍‌ ସହିତ ଯୋଡ଼ି ରଖେ। ଏଥିପାଇଁ...

ଚନ୍ଦ୍ରପୃଷ୍ଠରେ ପଦାର୍ପଣର ପଚାଶ ବର୍ଷ

”୧୯୬୭ ମସିହା ସୁଦ୍ଧା ଚନ୍ଦ୍ର ଅଭିଯାନ ପାଇଁ ରୁଷିଆ ଓ ଆମେରିକା ଯଥାକ୍ରମେ ସୋୟୁଜ ଓ ଆପୋଲୋ ଯାନର ବିକାଶ କରିଥିଲେ। ଆମେରିକା ପ୍ରଥମେ ମନୁଷ୍ୟବିହୀନ...

କରୋନା ଟିକା

କରୋନା ଭୂତାଣୁ ସହିତ ଲୁଚକାଳି ଖେଳ ଦୀର୍ଘ ଦେଢ ବର୍ଷ ହୋଇଗଲାଣି। କରୋନା ତାଣ୍ଡବରେ ସମଗ୍ର ବିଶ୍ୱ ଭୀତତ୍ରସ୍ତ। ଶେଷ ଭରସା କରୋନା ଟିକାକୁ ସମସ୍ତଙ୍କ...

ଛାତିରୁ ଜାଣନ୍ତୁ ପୁରୁଷଙ୍କ ସ୍ବଭାବ

ପୁରୁଷଙ୍କ ଛାତି ସେମାନଙ୍କ ଶରୀରର ଆକାର ଅନୁଯାୟୀ ଭିନ୍ନ ଭିନ୍ନ ହୋଇଥାଏ। କାହାର ଛାତି ଚଉଡ଼ା ହୋଇଥିବା ବେଳେ ଆଉ କାହାର ଶକ୍ତିଶାଳୀ। ସେହିପରି କାହା...

କୋମଳ ରହିବ ହାତ

କେବଳ ମୁହଁ ନୁହେଁ, ହାତ ଓ ପାଦର ସୁନ୍ଦରତା ବି ବଢ଼ାଇବାକୁ ହେବ। ତେଣୁ ଏଥିପାଇଁ କିଛି ଘରୋଇ ଉପାୟରେ କିପରି ବିଭିନ୍ନ ପ୍ରକାର ସୌନ୍ଦର୍ଯ୍ୟ...

Advertisement
Archives

Model This Week