ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ

ନୂଆଦିଲ୍ଲୀ,୨୩।୪:ବେସାମରିକ ବିମାଳ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏଥିଲାଗି ରାଜୀବ ଗାନ୍ଧୀ ଭବନ ସ୍ଥିତ ମୁଖ୍ୟାଳୟକୁ ୩ ଦିନ ଲାଗି ସିଲ୍‌ କରି ଦିଆଯାଇଛି। ଏଠାରେ କାମ କରୁଥିବା ପଜିଟିଭ୍‌ କର୍ମଚାରୀଜଣଙ୍କ ୧୫ ଏପ୍ରିଲ ଯାଏ ଅଫିସ ଆସିଥିଲେ। ତାଙ୍କ ସହ ସମ୍ପର୍କରେ ଆସିଥିବା ସବୁ ବ୍ୟକ୍ତି ବିଶେଷଙ୍କୁ ସେଲ୍ଫ ଆଇସୋଳେଶନରେ ପଠାଯାଇଛି। ପଜିଟିଭ ଆସିଥିବା ବ୍ୟକ୍ତି ବିଶେଷଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

କରୋନା ହଟ୍‌ସ୍ପଟ୍‌ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍‌ ହଟ୍‌ସ୍ପଟ୍‌ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ...

ଜେଏସ୍‌ପିକୁ ୨ଟି ବର୍ଗରେ ଜାତୀୟ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୨୩।୮: କର୍ପୋରେଟ୍‌ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟ ନିମନ୍ତେ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ପ୍ରଦାନ କରାଯାଉଥିବା ସମ୍ମାନଜନକ ଜାତୀୟ ସିଏସ୍‌ଆର୍‌ ପୁରସ୍କାର-୨୦୨୦...

ମେଜର ପୋର୍ଟ ଅଥରିଟିଜ ବିଲ୍‌ ପାର୍ଲାମେଣ୍ଟରେ ପାସ୍‌

ନୂଆଦିଲ୍ଲୀ: ମେଜର ପୋର୍ଟ ଅଥରିଟିଜ ବିଲ୍‌ ୨୦୨୦କୁ ବୁଧବାର ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ବନ୍ଦର ଏବଂ ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ୍‌ ମାଣ୍ଡବୀୟ ଏହି ବିଲ୍‌କୁ...

ଅଟା ଦାମ ବୃଦ୍ଧି ନେଇ ଭାରତର ବଢ଼ିଲା ଚିନ୍ତା: ଗୋଟିଏ ବର୍ଷରେ ୪୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୩୦।୧ : ପଡୋଶୀ ଦେଶ ପାକିସ୍ତାନରେ ଅଟା ସଙ୍କଟ ମଧ୍ୟରେ ଏହାର ମୂଲ୍ୟ ଭାରତରେ ମଧ୍ୟ ଆକାଶଛୁଆଁ ହେବା ଆରମ୍ଭ କରିଛି। ଜାନୁୟାରୀ ମାସରେ ଅଟାର...

ନକଲି ଇଞ୍ଜେକଶନ୍‌, ମିଛ ଆର୍‌ଟି-ପିସିଆର୍‌ ରିପୋର୍ଟ ଯୋଗୁ ବଢୁଛି ସଙ୍କଟ…

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବଜାରରେ କରୋନାର ନକଲି ଇଞ୍ଜେକଶନ କାରବାର କରୁଥିବା ଲାଭଖୋର୍‌ ବେପାରୀଙ୍କ ସହିତ ନକଲି ଆର୍‌ଟି-ପିସିଆର୍‌...

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ...

କମୁନି ମୃତ୍ୟୁସଂଖ୍ୟା: ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ପୁଣି ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ...

Advertisement
Archives

Model This Week