ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ

ନୂଆଦିଲ୍ଲୀ,୨୩।୪:ବେସାମରିକ ବିମାଳ ଚଳାଚଳ ମନ୍ତ୍ରଣାଳୟରେ କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏଥିଲାଗି ରାଜୀବ ଗାନ୍ଧୀ ଭବନ ସ୍ଥିତ ମୁଖ୍ୟାଳୟକୁ ୩ ଦିନ ଲାଗି ସିଲ୍‌ କରି ଦିଆଯାଇଛି। ଏଠାରେ କାମ କରୁଥିବା ପଜିଟିଭ୍‌ କର୍ମଚାରୀଜଣଙ୍କ ୧୫ ଏପ୍ରିଲ ଯାଏ ଅଫିସ ଆସିଥିଲେ। ତାଙ୍କ ସହ ସମ୍ପର୍କରେ ଆସିଥିବା ସବୁ ବ୍ୟକ୍ତି ବିଶେଷଙ୍କୁ ସେଲ୍ଫ ଆଇସୋଳେଶନରେ ପଠାଯାଇଛି। ପଜିଟିଭ ଆସିଥିବା ବ୍ୟକ୍ତି ବିଶେଷଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଟ୍‌ ଏୟାରଓ୍ବେଜ୍‌ର ବିଡିଂରେ ସାମିଲ ହେବେ ହିନ୍ଦୁଜା ଭ୍ରାତା

ନୂଆଦିଲ୍ଲୀ,୨୨-୫: ଆର୍ଥିକ ସଙ୍କଟ କାରଣରୁ ସାମୟିକ ବନ୍ଦ ହୋଇଯାଇଥିବା ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜର ବିଡିଂରେ ହିନ୍ଦୁଜା ଭ୍ରାତା ଭାଗ ନେବେ। ଚଳିତ ସପ୍ତାହରେ...

ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍‌ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା...

କରୋନା ମହାମାରୀକୁ ନେଇ ଟ୍ରମ୍ପଙ୍କ ଉପରେ ବର୍ଷିଲେ ଓବାମା

ୱାଶିଂଟନ,୨୨ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ବେଳକୁ ବେଳ ପାଖେଇ ଆସୁଥିବା ବେଳେ ପ୍ରାର୍ଥିମାନେ ପରସ୍ପର ଉପରେ ଆକ୍ରମଣ କରିବା ମୁଡ୍‌ରେ ଥିବା ଦେଖାଯାଇଛି ।...

ଚାଇନିଜ ଆପ୍‌ ଓ୍ବିଚାର୍ଟକୁ ଟକ୍କର ଦେବାକୁ ପ୍ରସ୍ତୁତି; ଏକାଠି ହେବେ ରିଲାଏନ୍ସ, ଫେସବୁକ

ନୂଆଦିଲ୍ଲୀ,୧୭।୪ : ଚାଇନାର ସୁପର ଆପ୍ଲିକେଶନ ଓ୍ବିଚାର୍ଟକୁ ଟକ୍କରଦେବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଭଳି ନୂଆ ମଲ୍ଟିପରପସ ଆପ୍‌ ପ୍ରସ୍ତୁତି କରିବା ଲାଗି ଏବେ ମୁକେଶ...

ପିଏମ୍‌-କିଷାନ ହିତାଧିକାରୀଙ୍କୁ କିଷାନ କ୍ରେଡିଟ କାର୍ଡ

ନୂଆଦିଲ୍ଲୀ,୧୨-୨: ପିଏମ୍‌-କିଷାନ ହିତାଧିକାରୀ ଚାଷୀଙ୍କୁ ରିହାତି ଦରରେ ସଂସ୍ଥାଗତ ଋଣ ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କିଷାନ ପରିପୂର୍ଣ୍ଣତା ଅଭିଯାନ ଆରମ୍ଭ କରାଯାଇଛି। ଏହା...

ଚାଇନା ବ୍ୟାଙ୍କ ଋଣ ପଇଠ ଲାଗି ଅନିଲ ଅମ୍ବାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୫: ଚାଇନା ବ୍ୟାଙ୍କଗୁଡ଼ିକୁ ୭୧୭ ନିୟୁତ ଡଲାର ୨୧ ଦିନ ମଧ୍ୟରେ ପଇଠ କରିବା ପାଇଁ ୟୁକେର କୋର୍ଟ ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କୁ...

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ସନ୍ଧ୍ୟା ୬ଟାରେ ବି ହୋଇପାରିଲାନି ଟ୍ରେନ୍‌ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୧।୫: ପ୍ରାୟ ୪୮ ଦିନ ପରେ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ସେବା ମେ ୧୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ମେ ୧୧ରେ ଅପରାହ୍ନ...

Play 250+ Trending Games
Archives

Model This Week

Why Dharitri