କେନ୍ଦ୍ରାପଡ଼ା ଅଫିସ୍, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ଆଗରେ ରହିଛନ୍ତି। ଏବେ ସୁଦ୍ଧା ଅନୁଭବ ଭାଜପ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ୪୮,୧୩୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।
କେନ୍ଦ୍ରାପଡ଼ା ଅଫିସ୍, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ଆଗରେ ରହିଛନ୍ତି। ଏବେ ସୁଦ୍ଧା ଅନୁଭବ ଭାଜପ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ୪୮,୧୩୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…
ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…
ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…
ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…
ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…
ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…
ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…