ବୈତରଣୀରେ ପ୍ରଥମ ବନ୍ୟାଜଲ ପ୍ରବେଶ

କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ ପ୍ରବାହିତ ହୋଇଥିଲା। ରାତି ସୁଦ୍ଧା ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ା ଉପରମୁଣ୍ଡରେ ବର୍ଷା ହେବା ଯୋଗୁ ଜଳସ୍ତର ବୃଦ୍ଧି ପାଇଛି। ଠାକୁରମୁଣ୍ଡାରେ ୧୬.୦, ଚମ୍ପୁଆରେ ୫୧.୪, କେଉଁଝର ୧୩. ୮, ସୋମପାଟଣାରେ ୧୨.୪, ଆନନ୍ଦପୁରରେ ୬.୪, ଆଖୁଆପଦାରେ ୦.୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି। ଉପରେ ମୁଣ୍ଡରେ ବର୍ଷା ଲାଗି ରହିଲେ ବନ୍ୟା ସମ୍ଭାବନା ଦେଖାଦେଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ବର୍ବର କାଣ୍ଡ: ଜାଳିଦେଲେ ଗାଡ଼ି

ମାଲକାନଗିରି,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି । ରାସ୍ତା ନିର୍ମାଣ ପାଇଁ ନିୟୋଜିତ ଥିବା ଗାଡ଼ିିକୁ ମାଓବାଦୀ ଜାଳି...

ଅପରାଜିତାଙ୍କୁ ଦେଖାଦେଲେନି ଭାଜପା ନେତା

ବ୍ରହ୍ମପୁର ଅଫିସ,୨୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗତ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ ବେଳେ ତାଙ୍କୁ ଦେଖାଦେଲେନି ଭାଜପା ନେତା। ଏହା ବିରୋଧୀ ରାଜନୀତିରେ ଚର୍ଚ୍ଚାର...

ବ୍ୟାସସରୋବର ସୌନ୍ଦର୍ଯ୍ୟକରଣରେ ଅନିୟମିତତା

ଯାଜପୁର ଅଫିସ,୧୫ା: ମହାଭାରତର କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟରେ ରାଜ୍ୟ ସରକାରଙ୍କ...

ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ...

ଶିଶୁର ବିକାଶ ପାଇଁ ଉଦ୍ୟମ ଆବଶ୍ୟକ

ଅନୁଗୋଳ ଅଫିସ, ୧୮।୧୨-ଶିଶୁମାନଙ୍କ ଅନ୍ତର୍ନିହିତ ଗୁଣର ପରିପ୍ରକାଶ ପାଇଁ ୧୯୭୯ରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଶିଶୁ ଉତ୍ସବ ପାଳନ କରାଯାଉଛି।...

ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ।...

ପରିବେଶ ପ୍ରଦୂଷଣକୁ ନେଇ ଅଞ୍ଚଳବାସୀଙ୍କ ଉଦ୍‌ବେଗ

କେନ୍ଦ୍ରାପଡ଼ା ଅଫିସ/ ମହାକାଳପଡ଼ା,୩୧ା୮(ଡି.ଏନ.ଏ.): ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (ଇଡ୍‌କୋ) ପକ୍ଷରୁ ଜଗତ୍‌ସିଂହପୁର ଜିଲା ପାରାଦୀପଠାରେ ପ୍ରସ୍ତାବିତ ପ୍ରେଟ୍ରୋଲିୟମ, ରସାୟନ ଓ ପେଟ୍ରୋକେମିକାଲସ୍‌ ଅଞ୍ଚଳର...

୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା...

Advertisement
Archives

Model This Week