ବୈବାହିକ ଜୀବନର ଖୁସିରେ ରହିବା ପାଇଁ ଜୟା ବଚ୍ଚନ ନେଇଥିଲେ ଏମିତି ନିଷ୍ପତ୍ତି

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ଇଣ୍ଡଷ୍ଟ୍ରିର ଜଣେ ଚର୍ଚ୍ଚିତ ଦମ୍ପତ୍ତି। ବିବାହର ଏବେ ବର୍ଷ ପରେ ଉଭୟ ନିଜ ସମ୍ପର୍କକୁ ମଜଭୁତ ରଖିଛନ୍ତି। ଯେତେ ଝଡଝଞ୍ଜା ଆସିଲେ ବି ଉଭୟ ସର୍ବଦା ପରସ୍ପରର ସାଥ୍‌ ଦେବାକୁ ଚେଷ୍ଟା କରନ୍ତି। ଯେକୌଣସି ସାଧାରଣ ସମ୍ପର୍କ ପରି, ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ବୈବାହିକ ଜୀବନ ମଧ୍ୟ ଏକ ଝଡ ଆସିଥିଲା। ଏହି ସମୟରେ ଉଭୟଙ୍କୁ ପ୍ରେମର ପରୀକ୍ଷା ଦେବାକୁ ପଡିଥିଲା। ଫଳାଫଳ ଆଜି ସମସ୍ତଙ୍କ ସାମ୍ନାରେ ଅଛି। ରେଖା ଏବଂ ଅମିତାଭଙ୍କ ପ୍ରେମ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ର ଜୋରଦାର ଚର୍ଚ୍ଚା ହେଉଥିଲା। କୁହାଯାଏ, ରେଖା ମଧ୍ୟ ଅମିତାଭଙ୍କ ପାଇଁ ମୁଣ୍ଡରେ ସିନ୍ଦୁର ଲଗାଇ ଆସୁଥିଲେ। ଏହି କଥା ଜୟା ମଧ୍ୟ ଜାଣିଥିଲେ। ଏପରି ପରିସ୍ଥିତିରେ ଯେଉଁଠାରେ ମହିଳାମାନେ ଅଲଗା ହେବାକୁ ନିଷ୍ପତ୍ତି ନିଅନ୍ତି, କିନ୍ତୁ ଜୟା ସେପରି ନ କରି ନିଜ ପ୍ରେମ ପାଇଁ ଲଢିବାକୁ ନିଷ୍ପତ୍ତି ନେଇଥିଲେ। କୁହାଯାଏ ଯେ ସେ ରେଖାଙ୍କ ସାମ୍ନାରେ ସ୍ପଷ୍ଟ କରିଥିଲେ ଯେ ଯେତେ ଯାହା ହେଉ ପଛେ ସେ ତାଙ୍କ ସ୍ବାମୀଙ୍କୁ କେବେ ଛାଡିବେ ନାହିଁ। ପରେ ରେଖା ଅମିତାଭଙ୍କ ଜୀବନରୁ ସବୁଦିନ ପାଇଁ ଦୂରେଇ ଯାଇଥିଲେ।
ଜୟା ବଚ୍ଚନ ମଧ୍ୟ ତାଙ୍କ ପିଲାମାନଙ୍କର ଯତ୍ନ ନେବା ଏବଂ ପରିବାର ଚଳାଇବା ପାଇଁ କ୍ୟାରିୟରକୁ ପଛରେ ପକାଇ ଥିଲେ। ଅମିତାଭ ଯେତେ ବ୍ୟସ୍ତ ଥିଲେ ମଧ୍ୟ ସେ ନିଜ ପିଲାମାନଙ୍କ ପାଇଁ ସର୍ବଦା ସମୟ ବାହାର କରିଥାନ୍ତି। ଏହି କାରଣରୁ, ଏହି ଦମ୍ପତି ଅନ୍ୟମାନଙ୍କ ପାଇଁ ଏକ ପ୍ରେରଣା ସଦୃଶ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri