ବୋକୋ ହାରାମ୍‌ ଆକ୍ରମଣ: ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି; ୧୫ ଆତଙ୍କବାଦୀ ଗିରଫ

ଫାର୍‌ ନର୍ଥ ରିଜିଅନ୍‌,୧୨।୬: କ୍ୟାମେରୁନ୍‌ରେ ବୋକୋ ହାରାମ ଆକ୍ରମଣ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨୧ ଜଣ ସୁରକ୍ଷାକର୍ମୀ ଥିବାବେଳେ ୧୬ ଜଣ ସାଧାରଣ ଲୋକ ଅଛନ୍ତି। ଏହି ଘଟଣାରେ ଇତିମଧ୍ୟରେ ୧୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା ଫାର୍‌ ନର୍ଥ ରିଜିଅନ୍‌ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କେତେକ ନିଖୋଜ ଲୋକଙ୍କ ସନ୍ଧାନ ନେଇ ତଦନ୍ତ ଜାରି ରହିଥିବା ସୈନ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ବନ୍ଧୁ ପଣିଆ: ସହାୟତା ପାଇଁ ଇଟାଲି ଦାନ କରିଥିବା ଚିକିତ୍ସା ଉପକରଣ ବିକ୍ରି କରିବାକୁ ଚାହୁଁଛି

ବେଜିଂ,୬।୪: ଚାଇନାର ବନ୍ଧୁ ପଣିଆର ମୁଖା ଏବେ ଖୋଲି ଯାଇଛି। ଉହାନରେ ଗତ ମାସରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇ ଉଠିଥିଲା। ଏପରିସ୍ଥଳେ...

ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ

ଡମାସ୍‌କସ୍‌/ଓ୍ବାଶିଂଟନ, ୨୯।୬(ଆଇଏଏନ୍‌ଏସ୍‌): ଇରାକ୍‌ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫...

ଇମ୍ରାନଙ୍କୁ ଡରାଉଛି ମୃତ୍ୟୁର ଭୟ, କୋର୍ଟରେ ହାଜର ହେବା ପୂର୍ବରୁ ସିଜେପିଙ୍କୁ ଚିଠି ଲେଖି ମାଗିଲେ ପର୍ଯ୍ୟାପ୍ତ ସୁରକ୍ଷା

ଇସଲାମାବାଦ,୬ ।୩: ତୋଶାଖାନା ମାମଲାରେ ଇସଲାମାବାଦ ପୋଲିସ ରବିବାର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ-ଏ-ଇନସାଫର ମୁଖ୍ୟ ଇମ୍ରାନ ଖାଁଙ୍କୁ ଗିରଫ କରିବାକୁ ଲାହୋର...

ଆଫଗାନିସ୍ତାନରେ ବନ୍ଦ ହେଲା ରେଡିଓ ଷ୍ଟେଶନ

କାବୁଲ,୧୬।୭: ପୂର୍ବ ଆଫଗାନିସ୍ତାନର ଘଜନି ସହରରେ ଥିବା ସାମା ରେଡିଓ ଷ୍ଟେଶନ ଏବେ ବନ୍ଦ ହୋଇଯାଇଥିବା ସୂଚନା ଦେଇଛନ୍ତି ଷ୍ଟେଶନର ନିର୍ଦ୍ଦେଶକ ରମେଜ ଆଜମି। ସେ...

୩୬୦ ବର୍ଷ ପୁରୁଣା ରାଜମୁକୁଟ

ଲଣ୍ଡନ, ୭।୫: ରାଜ୍ୟାଭିଷେକ ଅବସରରେ ସେଣ୍ଟ ଏଡ୍‌ଓ୍ବାର୍ଡଙ୍କ ରାଜମୁକୁଟ ଚାଲର୍‌ସଙ୍କୁ ପିନ୍ଧାଯାଇଛି। ତାଙ୍କ ପୂର୍ବରୁ ମୁକୁଟକୁ ତାଙ୍କ ମା’ ତଥା ବ୍ରିଟେନ୍‌ର ଦିବଂଗତ ମହାରାଣୀ ଏଲିଜାବେଥ...

୫୦୦ ଆମେରିକୀୟଙ୍କ ଉପରେ ପ୍ରତିବନ୍ଧକ ଘୋଷଣା କଲା ରୁଷିଆ…

ମସ୍କୋ,୨୦।୫ : ରୁଷିଆ ୫୦୦ ଆମେରିକୀୟ ନାଗରିକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଛି। ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନଙ୍କ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏଥିରେ...

ରୁଷିଆ-ୟୁକ୍ରେନ ଯୁଦ୍ଧର ସମାଧାନ କ୍ଷୀଣ: ବର୍ଷକରେ ୩ ଲକ୍ଷରୁ ଅଧିକ ମୃତ, ହଜାର ହଜାର ନିଖୋଜ, ଚାରିଆଡେ ଧ୍ୱଂସସ୍ତୁପ…

ମସ୍କୋ/କିଭ୍‌,୨୨।୨ : ରୁଷିଆ-ୟୁକ୍ରେନ ଯୁଦ୍ଧ ଏକ ବର୍ଷ ପୂରଣ ହେବାକୁ ଯାଉଛି। ୨୪ ଫେବୃଆରୀ ୨୦୨୨ ରୁ ଦୁଇ ଦେଶ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ...

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ...

Advertisement
Archives

Model This Week