Posted inଖେଳ

ବୋଟାସଙ୍କୁ ହ୍ୟାଟ୍ରିକ୍‌ ପୋଲ ପୋଜିଶନ

ମଣ୍ଟମେଲ୍‌(ସ୍ପେନ୍‌),୧୨ା୫(ଏଏଫ୍‌ପି)-ଚାମ୍ପିୟନଶିପ୍‌ ଲିଡର ଭାଲଟେରି ବୋଟାସ ଶନିବାର ହ୍ୟାଟ୍ରିକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ସ୍ପାନିଶ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ଲାଗି ଏଠାରେ ଶନିବାର ଅନୁଷ୍ଠିତ କ୍ୱାଲିଫାଇଙ୍ଗ ରେସ୍‌ରେ ସେ ତାଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଲୁଇସ୍‌ ହାମିଲଟନଙ୍କଠାରୁ ଆଗରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଫିନ୍‌ଲାଣ୍ଡର ଏହି ଡ୍ରାଇଭର ଚଳିତବର୍ଷର ଟାଇଟଲ ରେସ୍‌ରେ ୫ଥର ଚାମ୍ପିୟନ ହାମିଲଟନଙ୍କଠାରୁ ଗୋଟିଏ ପଏଣ୍ଟ ଆଗରେ ରହିଛନ୍ତି। ଏହା ପୂର୍ବରୁ ସେ ଚାଇନା ଓ ଆଜରବୈଜାନଠାରେ ପୋଲ୍‌ ପୋଜିଶନ ହାସଲ କରିଥିଲେ। ବୋଟାସ ଏଠାରେ ୧ ମିନିଟ୍‌ ୧୫.୪୦୬ ସେକେଣ୍ଡ ଟାଇମିଂ ସହ ଟ୍ରାକ୍‌ ରେକର୍ଡ କରିପାରିଛନ୍ତି। ହାମିଲଟନ ଦ୍ୱିତୀୟ ହୋଇଥିବାବେଳେ ପିଏରେ ଗାସ୍‌ଲି(ରେଡ୍‌ ବୁଲ୍‌), ଚାର୍ଲସ ଲେକରେକ୍‌ (ଫେରାରି), ମାକ୍ସ ଭର୍ଷ୍ଟାପେନଙ୍କଙ୍କୁ ଯଥାକ୍ରମେ ପଛରେ ପକାଇ ୪ଥର ଚାମ୍ପିୟନ ଫେରାରିର ସେବାଷ୍ଟିଆନ ଭେଟେଲ ତୃତୀୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri