ବୋଟ୍‌ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ

ଏଥେନ୍ସ,୧୨ା୧(ଏଏଫ୍‌ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍‌ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍‌ ତଟରକ୍ଷୀ ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍‌ରେ ପାଖାପାଖି ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବାବେଳେ ୧୨ଟି ମୃତଦେହ ମିଳିଛି। ସେମାନେ ଇଟାଲୀ ଅଭିମୁଖେ ଯାଉଥିବାବେଳେ ପାକ୍ସି ଦ୍ୱୀପ ନିକଟରେ ଦୁର୍ଘଟଣା ଘଟିଥିଲା। ଉଦ୍ଧାର କାର୍ଯ୍ୟରେ ୬ଟି ତଟରକ୍ଷୀ ପାଟ୍ରୋଲ ବୋଟ୍‌ ଓ ଦୁଇଟି ନୌସେନା ହେଲିକପ୍ଟର ନିୟୋଜିତ ହୋଇଛି। ୪ଟି ମାଲବାହୀ ଜାହାଜ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହାୟତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri