Posted inଖେଳ

ବୋପାନ୍ନା-ଶାପୋଭାଲୋଭ କ୍ୱାର୍ଟରରେ

ରୋଟରଡାମ୍‌, ୧୨।୨ (ପି.ଟି.): ଭାରତୀୟ ଅଭିଜ୍ଞ ଟେନିସ ଖେଳାଳି ରୋହନ ବୋପାନ୍ନା ନେଦରଲାଣ୍ଡ୍ସରେ ଚାଲିଥିବା ରୋଟର୍‌ଡାମ ଓପନ୍‌ ପ୍ରତିଯୋଗିତାର ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କାନାଡାର ଡେନିସ ଶାପୋଭାଲୋଭଙ୍କୁ ସାଥୀ କରି ଖେଳୁଥିବା ବୋପାନ୍ନା ୭-୬, ୬-୭, ୧୦-୮ ସେଟ୍‌ରେ ଅଷ୍ଟ୍ରେଲୀୟ ଯୋଡ଼ି ଜନ୍‌ ପିୟର୍ସ ଓ ମାଇକେଲ ଭେନସ୍‌ଙ୍କୁ ପରାସ୍ତ କରିଛନ୍ତିି। ୩୯ ବର୍ଷୀୟ ବୋପାନ୍ନା ଓ ତାଙ୍କ କାନାଡିଆନ୍‌ ଯୋଡ଼ି ପରବର୍ତ୍ତୀ ମ୍ୟାଚ୍‌ରେ ୪ର୍ଥ ସିଡ୍‌ ଜିନ୍‌-ଜୁଲିଏନ୍‌ ରୋଜର୍‌ ଓ ହୋରିଆ ଟେକାଉ ଯୋଡ଼ିଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ ଜିତିଲା ସିଏସକେ,ବୋଲିଂ ନିଷ୍ପତ୍ତି…

ମୁମ୍ବାଇ,୮।୪ : ଆଇପିଏଲ ସିରିଜ ୧୬ର ୧୨ ତମ ମ୍ୟାଚ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ...

୪ ମାସ ପରେ ଏକାଠି ଖେଳିବେ ରୋହିତ-ବିରାଟ-ପନ୍ତ

ବର୍ମିଂହାମ,୯।୭: ଭାରତୀୟ ଟିମ୍‌ ଶନିବାର ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜର ଦ୍ୱିତୀୟ ମୁକାବିଲା ଖେଳିବ। ଏଜବାଷ୍ଟନରେ ଖେଳାଯିବାକୁ ଥିବା ଏହି ମୁକାବିଲାରେ ପୂର୍ବତନ ଅଧିନାୟକ ବିରାଟ...

୫ ଫ୍ରାଞ୍ଚାଇଜର ଖେଳାଳି ତାଲିକା

ମୁମ୍ବାଇ,୧୪ା୨ : ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ)ର ପ୍ରଥମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ଶେଷ ହୋଇଛି। ୯୦ଟି ସ୍ଲଟ ପାଇଁ ୪୦୯ ଖେଳାଳିଙ୍କ ନିଲାମୀ ହୋଇଥିଲା।...

ରୋନାଲ୍ଡୋଙ୍କ ଦେହରେ ନାହିଁ ଟାଟୁ

ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ୟ ପ୍ରସିଦ୍ଧ ଖେଳାଳିଙ୍କ ଭଳି ଦେହରେ ଟାଟୁ କରାଇ ନାହାନ୍ତି। ଏହା ପଛର କାରଣ ପ୍ରେରଣା...

ଜେଣ୍ଡାନାଙ୍କ ଡବଲରେ ଜାପାନ ବିଜୟୀ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଶୁକ୍ରବାର ଏସୀୟ ଚାମ୍ପିୟନ ଜାପାନ ବିଜୟ ସହ ଅଭିଯାନ ଆରମ୍ଭ କରିଛି।...

ପେଦ୍ରୋଙ୍କ ଗୋଲ୍‌ରେ ଜିତିଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୪ା୧୦, (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଇଣ୍ଡିଆନ୍‌ ସୁପର୍‌ ଲିଗ (ଆଇଏସ୍‌ଏଲ) ମ୍ୟାଚରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଚମତ୍କାର ବିଜୟ ହାସଲ...

ରିଜିଜୁଙ୍କୁ ଅନୁରୋଧ କଲେ ମାଲହୋତ୍ରା

ନୂଆଦିଲ୍ଲୀ, ୨୮ା୬ (ପି.ଟି.): ଦେଶର ୫୪ଟି ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ଉପରୁ ବର୍ଷକ ପାଇଁ ସ୍ବୀକୃତି ପ୍ରତ୍ୟାହାର କରାଯାଇଥିବାରୁ ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଅଫ୍‌ ସ୍ପୋଟର୍‌ସ...

ସେମିଫାଇନାଲରେ ପହଞ୍ଚିପାରିବ ଭାରତ: ଜାଣନ୍ତୁ କେମିତି

ଦୁବାଇ,୧।୧୧: ଟି -୨୦ ବିଶ୍ୱକପ ୨୦୨୧ର ଦ୍ୱିତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତର କୌଣସି ବ୍ୟାଟ୍ସମ୍ୟାନ...

Advertisement
Archives

Model This Week