ବୋମା ବିସ୍ଫୋରଣରେ କମାଣ୍ଡରଙ୍କ ମୃତ୍ୟୁ

କାବୁଲ,୩୦।୧୧: ଆଫଗାନୀସ୍ତାନରେ ଏକ ବୋମା ବିସ୍ଫୋରଣରେ ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ରାସ୍ତା କଡ଼ରେ ଥିବା ଏକ ବୋମାରେ ସୈନ୍ୟ ବାହିନୀ ଗାଡ଼ି ଧକ୍କା ହେବାରୁ ଏଭଳି ଘଟିଥିବା କୁହାଯାଉଛି। ହେଲମାଣ୍ଡ୍‌ ପ୍ରଦେଶର ମାର୍ଜହା ଜିଲାରେ ଏହା ଘଟିଛି। ମୃତକଙ୍କୁ ବ୍ରିଗେଡ଼ିୟର ଜେନେରାଲ ଜାହିର୍‌ଗୁଲ୍‌ ମକ୍‌ବିଲ୍‌ ଭାବେ ଚିହ୍ନଟ କରାଯାଇଛି। ଏଥିରେ ୩ ଜଣ ସୁରକ୍ଷାକର୍ମୀ ଏବଂ ଜଣେ ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହାର ତଦନ୍ତ ଜାରି ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିନଲାଣ୍ଡ ମୁହାଁ ରୁଷିଆ କ୍ଷେପଣାସ୍ତ୍ର…

ମସ୍କୋ, ୧୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶଗୁଡ଼ିକର ନିକଟତର ହେବାରେ ଲାଗିଛି। ଫଳରେ ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ରୁଷିଆ...

ୟୁକ୍ରେନକୁ ୯୦ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଛୁ: ଏସ୍‌ ଜୟଶଙ୍କର

ଓ୍ବାଶିଂଟନ,୧୩ା୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍‌ ଜୟଶଙ୍କର କହିଛନ୍ତି, ମାନବିକତା ପରିସ୍ଥିତିରେ (ୟୁକ୍ରେନ) ବିଭିନ୍ନ ଦେଶ କ’ଣ କରୁଛନ୍ତି ସେ ବିଷୟରେ ଆମେ ଆଲୋଚନା...

ଭାରତର ସହାୟତା ଲୋଡିଲେ ବିକ୍ରମସିଙ୍ଘେ…

କଲମ୍ବୋ,୭।୧ : ଶ୍ରୀଲଙ୍କାର ଋଣ ପୁନର୍ଗଠନ ଅନୁରୋଧ ଉପରେ ଭାରତର ପ୍ରତିକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ଆଶା କରାଯାଉଛି ବୋଲି ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ...

ଅଗଷ୍ଟ ୧୫ରେ ପାକିସ୍ତାନରେ ବି ଗୁଞ୍ଜି ଉଠିଲା ସମବେତ ‘ଜୟ ହିନ୍ଦ୍‌’ ସ୍ବର

ଇସଲାମାବାଦ୍‌, ୧୫।୮: ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ...

ଆଉ ଏକ ସଙ୍କଟ ସୃଷ୍ଟି କଲା ଚାଇନା: ଚିନ୍ତାରେ ବିଶ୍ୱବାସୀ

ୱାଶିଂଟନ,୭।୫: ବିଶ୍ୱକୁ କରୋନା ମହାମାରୀ ଭିତରକୁ ଠେଲି ଦେଇଥିବା ଚାଇନା ମହାକାଶର ରାଜା ହେବା ଚକ୍କରରେ ଆଉ ଏକ ସଙ୍କଟ ସୃଷ୍ଟି କରିଛି। ଚାଇନା ଦ୍ୱାରା...

ଇସ୍ରାଇଲ: କରୋନା ଭାକ୍ସିନ ନେବା ପରେ ପାରାଲିସସ୍‌ର ସମ୍ମୁଖୀନ ହେଲେ ୧୩ ବ୍ୟକ୍ତି

ଜେରୁସେଲମ,୧୭।୧: ଇସ୍ରାଏଲରେ କରୋନା ଭାକ୍ସିନ ନେବା ପରେ ଅତିକମ୍‌ରେ ୧୩ ଜଣ ବ୍ୟକ୍ତିଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ଲୋକ ମଧ୍ୟମ ଧରଣର...

ମାଟି ତଳେ ୫୦ ଘଣ୍ଟା ରହିଲେ ୟୁଟ୍ୟୁବର

ଓ୍ବାଶିଂଟନ,୩।୪: ୟୁଟ୍ୟୁବ୍‌ରେ ପ୍ରତିଦିନ ନୂଆ ନୂଆ ଘଟଣା ସମ୍ପର୍କରେ ଭିଡ଼ିଓ ଅପଲୋଡ୍‌ ହେଉଛି। ସମ୍ପ୍ରତି ଆମେରିକାର ଜଣେ ୟୁଟ୍ୟୁବର ମାଟି ତଳେ କଫିନ୍‌ରେ ୫୦ ଘଣ୍ଟା...

ଆଲୋଚନା ପୂର୍ବରୁ ପାକ୍‌ କଠୋର ପଦକ୍ଷେପ ନେଉ

ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍‌ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ...

Advertisement
Archives

Model This Week