ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ ମହଲାର ଶୌଚାଳୟରୁ ଧୂଆଁ ବାହାରୁଥିବା କର୍ମଚାରୀମାନେ ଦେଖିଥିଲେ। ଏ ନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଦୁଇଟି ନିଆଁଲିଭା ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡରେ କୌଣସି ପ୍ରକାର ବଡ଼ ଧରଣର କ୍ଷୟକ୍ଷତି ହୋଇ ନାହିଁ। କେବଳ ଝରକା କବାଟ ସାମାନ୍ୟ ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାପଡ଼ି ନାହିଁ। କିନ୍ତୁ କେହି ଜଳନ୍ତା ସିଗାରେଟ ଶୌଚାଳୟରେ ଫିଙ୍ଗି ଦେଇଥିବା ଯୋଗୁ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri