ବୋଲେରୋ ଓଲଟି ୪ ଗୁରୁତର

ଶଙ୍କରାଖୋଲ,୧୯ା୧(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର କେଦାରନାଥ ଦିଗାଳ, ଟିକାବାଲିର ରମାକାନ୍ତ ପ୍ରଧାନ, ରିଣ୍ଟୁ ଦିଗାଳ। ଆହତଙ୍କୁ ପ୍ରଥମେ ଗୁମାଗଡ଼ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବୋଲେରୋ ଟିକାବାଲିରୁ ଶଙ୍କରାଖୋଲ ଅଭିମୁଖେ ଆସୁଥିବାବେଳେ ଡୁମ୍ବୁରିନାଳ ପୋଲ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri