Posted inଖେଳ

ବୋଲ୍ଟଙ୍କ ହେଲ୍‌ମେଟ୍‌ରେ ଅଟକିଲା ବଲ , କ୍ୟାଚ୍‌ ପାଇଁ ଗୋଡ଼ାଇଲେ ଫିଲ୍ଡର

ଗାଲେ,୧୭।୮- ଏଠାରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ କୌତୂହଳପୂର୍ଣ୍ଣ ଘଟଣା ଘଟିଛି। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ ୮୨ତମ ଓଭରରେ ଘରୋଇ ଅଫ୍‌ ସ୍ପିନର ଲସିଥ ଏମ୍‌ବୁଡେନିୟାଙ୍କ ବଲକୁ ଟ୍ରେଣ୍ଟ ବୋଲ୍ଟ ସୁଇପ ଶଟ୍‌ ଖେଳିଥିଲେ। ହେଲେ ବଲ ବ୍ୟାଟର ଟପ୍‌ ଏଜ୍‌ ଦେଇ ସିଧା ତାଙ୍କ ହେଲ୍‌ମେଟ୍‌ରେ ଅଟକିଯାଇଥିଲା। କିଛି ସମୟ ପାଇଁ ଘରୋଇ ଫିଲ୍ଡରମାନେ ବଲ ଖୋଜିଥିଲେ।  ଅସଲ ଘଟଣା  ଜାଣିବା ପରେ ଫିଲ୍ଡରମାନେ ବୋଲ୍ଟଙ୍କ ହେଲ୍‌ମେଟ୍‌ରୁ ବଲ କାଢ଼ିଥିଲେ। ବୋଲ୍ଟଙ୍କ ମେଡିକାଲ ଯାଞ୍ଚ ପରେ ପୁଣି ଖେଳି ଆରମ୍ଭ ହୋଇଥିଲା। ଏହି ମଜାଦାର ଘଟଣା ଉପରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ମଧ୍ୟ ଟୁଇଟ୍‌ କରି ‘କଟ୍‌ ଆଣ୍ଡ ବୋଲ୍ଡ’ ବୋଲି କ୍ୟାପଶନରେ ଦେଇଛି। ଜଣେ ପ୍ରଶଂସକ ଏହି ଘଟଣା ଉପରେ କମେଣ୍ଟ କରି ଲେଖିଛନ୍ତି, ବୋଲ୍ଟ ତୁମ ହେଲ୍‌ମେଟ୍‌ରେ ବଲ ଲାଗିଛି। ସେଓ ନୁହେଁ। ଏହାକୁ ଖାଅ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri