ବୋଲ୍ଡ ଲୁକ୍‌ରେ ଦିଶା

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ । ସବୁବେଳେ ସେ ତାଙ୍କର ଫଟୋ, ଭିଡିଓ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରନ୍ତି । ଅନେକ ସମୟରେ ସେ ବୋଲ୍ଡ ଅନ୍ଦାଜରେ ନଜର ଆସନ୍ତି । ଠିକ୍‌ ସେମିତି ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ବିକିନି ଫଟୋ ଶେୟାର କରି ବେଶ୍‌ ଚର୍ଚ୍ଚାରେ ଅଛନ୍ତି । ଯାହା ଏବେ ବେଶ ଭାଇରାଲ ହେଉଛି ।

ଦିଶା ଶେୟାର କରିଥିବା ଫଟୋରେ ଏକ ଲାଲ ପ୍ରିଣ୍ଟେଡ ବିକିନି ପିନ୍ଧିଛନ୍ତି। ଏହି ଫଟୋ ସେୟାର କରି କ୍ୟାପ୍‌ସନରେ ସେ ଲେଖିଛନ୍ତି ଯେ,‘ମିସିଙ୍ଗ୍‌’ । ଏହା ପ୍ରଥମ ଥର ନୁହେଁ ଯେ , ଦିଶା ତାଙ୍କ ବିକିନି ଫଟୋ ଶେୟାର କରିଛନ୍ତି । ସେ ପ୍ରାୟତଃ ତାଙ୍କ ବିକିନି ଫଟୋ ଶେୟାର କରନ୍ତି, ଯାହାକୁ ପ୍ରଶଂସକ ଖୁବ୍‌ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?