ବୋଲ୍ଡ ଲୁକ୍‌ରେ ନଜର ଆସିଲେ ରାମାନନ୍ଦ ସାଗରଙ୍କ ଅଣନାତୁଣୀ

ବମ୍ବେ: ଚର୍ଚ୍ଚାରେ ରାମାନନ୍ଦ ସାଗରଙ୍କ ଅଣନାତୁଣୀ ସାକ୍ଷୀ ଚୋପ୍ରା। ବମ୍ବେର ରାସ୍ତାରେ ଗୋଲାପୀ ରଙ୍ଗର ହଟ୍‌ ପୋଷାକ ପିନ୍ଧିଥିବା ନଜର ଆସିଥିଲେ ସେ। ଏହାର କିଛି ଫଟୋ ଏବେ ଭାଇରାଲ ହେଉଛି। ସାକ୍ଷୀ ଓ୍ବାନ୍‌ ସୋଲ୍ଡର ଷ୍ଟ୍ରେଟ୍‌ ଟପ୍‌ ସହ ଥାଇ ହାଇ ସ୍ଲିଟ୍‌ ସ୍କର୍ଟ ପିନ୍ଧିଥିବା ନଜର ଆସୁଛନ୍ତି।

କେବଳ ଏବେ ନୁହେଁ ବରଂ ସାକ୍ଷୀ ଅନେକ ଥର ନିଜର ଗ୍ଲାମରସ୍‌ ଲୁକ୍‌କୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ନିଜର ଇନ୍‌ଷ୍ଟାଗ୍ରାମରେ ସେ ସେଭଳି ଅନେକ ଫଟୋ ଏବଂ ଭିଡିଓ ଅପ୍‌ଲୋଡ୍‌ କରିଥାନ୍ତି। ଲୋକପ୍ରିୟତା ଦେଖିଲେ ୫ଲକ୍ଷରୁ ଅଧିକ ଫଲୋଅର୍ସ ତାଙ୍କର ରହିଛି। ହେଲେ ଏବେ ଗଣମାଧ୍ୟମର ଫଟୋଗ୍ରାଫରମାନେ ଭାଇରାଲ କରିଛନ୍ତି। କେହି କେହି ତାଙ୍କ ଫଟୋର ପ୍ରଶଂସା କରୁଥିବା ବେଳେ କିଛି ବ୍ୟବହାରକାରୀ ତାଙ୍କୁ କଟାକ୍ଷ କରୁଛନ୍ତି।

କହିରଖୁଛୁ, ସାକ୍ଷୀ ଟେଲିଭିଜନ ପ୍ରଯୋଜକ ମୋନାକ୍ଷୀ ସାଗରଙ୍କ ଝିଅ। ମୋନାକ୍ଷୀ ରାମାନନ୍ଦ ସାଗରଙ୍କ ନାତୁଣୀ। ସାକ୍ଷୀ ପେସାରେ ଜଣେ ଗାୟିକା ସାଙ୍ଗକୁ ଗୀତ ରଚନା କରିଥାନ୍ତି। ଲଣ୍ଡନରୁ ସେ ନିଜର ପାଠପଢ଼ା ଶେଷ କରିଛନ୍ତି। ଏହାଛଡ଼ା ସେ କାଲିଫର୍ନିଆରୁ ଫିଲ୍ମମେକିଂର କୋର୍ସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri