ବୋଲ ବମ୍‌ ଧ୍ୱନିରେ କମ୍ପିଲା ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୨୨।୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାର ଉତ୍ତରଓଡ଼ିଶାର ଅନ୍ୟତମ ଶୈବପୀଠ ନୀଳଗିରିସ୍ଥିତ ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ କାଉଡ଼ିଆମାନେ ଜଳାଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର କାଉଡ଼ିଆଙ୍କ ‘ବୋଲବମ୍‌, ହରହର ବମ୍‌ ଧ୍ୱନି’ରେ ଶୈବପୀଠ କମ୍ପିଥିଲା। ବାଲେଶ୍ୱର ନିକଟସ୍ଥ ବୁଢ଼ାବଳଙ୍ଗ ନଦୀର ବାଲିଘାଟ, ମୟୂରଭଞ୍ଜ ଜିଲା କପ୍ତିପଦାର ସୋନନଦୀ, ନୀଳଗିରି କାଠପାଳ ଆଦି ଅଞ୍ଚଳରେ ଥିବା ଚିରସ୍ରୋତା ନଦୀରୁ କାଉଡ଼ିଆମାନେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଜଳଭାର ଧରି ଦୀର୍ଘ ୩୦/୩୫ କି.ମି. ରାସ୍ତା ପାଦରେ ଚାଲି ଚାଲି ଆସିଥିଲେ। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଶୈବଭକ୍ତ ଜଳାଭିଷେକ ନିମନ୍ତେ ଏଠାକୁ ଆସୁଥିବା ଦେଖିବାକୁ ମିଳିଛି। ଭକ୍ତଙ୍କ ସୁରକ୍ଷା ପାଇଁ ପଞ୍ଚଲିଙ୍ଗେଶ୍ୱରରେ କାଉଡ଼ିଆ ତଥା ଶ୍ରଦ୍ଧାଳୁଙ୍କ ପାଇଁ ମହାଦେବ ପୀଠରୁ ମୁଖ୍ୟରାସ୍ତା ପର୍ଯ୍ୟନ୍ତ ସୁନ୍ଦର ଆଲୋକରେ ସଜାଯାଇଛି। ସ୍ଥାନୀୟ ଟ୍ରଷ୍ଟ ବୋର୍ଡ଼ ସହଯୋଗ ଓ ସୁରକ୍ଷା ଦୃଷ୍ଟିରୁ ପୋଲିସ୍‌ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ସହ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ଦାବିରେ ଜିଲାପାଳ, ବିଧାୟକଙ୍କୁ ଭେଟିଲେ ଭୂମିହୀନ

ଭଦ୍ରକ ଅଫିସ,୨୪।୭: ଭଦ୍ରକ ପୌରପାଳିକା ଅଧୀନ ଚରମ୍ପା ବରାଳପୋଖରୀର ୧, ୨, ୩ ଓ ୪ ନମ୍ବର ୱାର୍ଡରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଭୂମିହୀନ ମହିଳା...

ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି।...

ମାଛଧରା ହେଲା କାଳ: ପୋଖରୀରେ ବୁଡ଼ି ଜଣଙ୍କ ଜୀବନଗଲା

ସୋର,୧୩।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ମାଛ ଧରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ତାଙ୍କର ମୃତ୍ୟୁ...

ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍‌ ଧକ୍କାରେ ଅଶୋକ କୁମାର କର ନାମକ...

ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ଜେଏମ୍‌ଏଫସି କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ପୋଲିସ କବଳରୁ ଫେରାର ହୋଇଯାଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ...

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ...

Advertisement
Archives

Model This Week